Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼

Sanchar Live by Sanchar Live
April 13, 2025
in ଓଡିଶା
0
ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ । ସିଂହଦ୍ୱାର ଦେଇ ଯିବା ପାଇଁ ଜମିଛି ଭକ୍ତଙ୍କ ଗହଳି । ଆଜି ରବିବାର କାରଣରୁ ଭକ୍ତଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଥିବା ବେଳେ, ଶ୍ରୀମନ୍ଦିରକୁ ଯିବା ପାଇଁ ଶ୍ରଦ୍ଧାଳୁ ଅପେକ୍ଷା କରି ରହିଛନ୍ତି l କେବଳ ରବିବାର ନୁହେଁ, ଅନେକ ସମୟରେ ମଧ୍ୟ ଶ୍ରୀମନ୍ଦିରରେ ସମାନ ପରିସ୍ଥିତି ଦେଖିବାକୁ ମିଳୁଛି। ଗହଳି ସାଙ୍ଗକୁ ତାତି ଯୋଗୁଁ କଲବଲ ହେଉଛନ୍ତି ଶ୍ରଦ୍ଧାଳୁ । ପ୍ରଚଣ୍ଡ ତାତି ଯୋଗୁଁ ବଡ଼ଦାଣ୍ଡରେ ଚାଲି ଚାଲି ଯିବା ଶ୍ରଦ୍ଧାଳୁଙ୍କ ପାଇଁ କଷ୍ଟକର ହୋଇପଡ଼ିଥିଲା । ଘଣ୍ଟା ଘଣ୍ଟା ଧରି ଭକ୍ତଙ୍କୁ ଲମ୍ବା ଲାଇନରେ ଛିଡ଼ା ହେବାକୁ ପଡ଼ୁଛି। ଆଜି ବି ପ୍ରଚଣ୍ଡ ତାତି ଅନୁଭୂତ ହେବା ସହ ଭକ୍ତଙ୍କ ଗହଳି ସାଙ୍ଗକୁ ତାତି କଲବଲ କରୁଛି। ସେପଟେ ଆଇନମନ୍ତ୍ରୀ କହିଛନ୍ତି ଭକ୍ତଙ୍କ ପାଇଁ ନାଟମଣ୍ଡପରେ ଧାଡି ଦର୍ଶନ ବ୍ୟବସ୍ଥା ଆରମ୍ଭ ହେଲେ ଦର୍ଶନ ବ୍ୟବସ୍ଥାରେ ସୁଧାର ଆସିପାରିବ। ପ୍ରବଳ ଖରାକୁ ଦୃଷ୍ଟିରେ ରଖି ସେଡ୍ କରାଯାଇଛ। ଆଗକୁ ଦିବ୍ୟାଙ୍ଗ, ବରିଷ୍ଠ ନାଗରିକଙ୍କ ପାଇଁ ଦର୍ଶନ ବ୍ୟବସ୍ଥାକୁ ସ୍ୱତନ୍ତ୍ର ଭାବେ କରାଯିବ ବୋଲି କହିଛନ୍ତି ଆଇନମନ୍ତ୍ରୀ। ଅନ୍ୟପଟେ ରତ୍ନଭଣ୍ଡାର ମରାମତି ଏଏସଆଇ ତରଫରୁ କାର୍ଯ୍ୟ ଜାରି ରହିଛି। ମରାମତି ଶେଷ ହେବା ପରେ ରତ୍ନ ଗଣତିମଣତି ଆରମ୍ଭ ହେବ ବୋଲି ଆଇନମନ୍ତ୍ରୀ କହିଛନ୍ତି।

Tags: purisrikhetra
ShareTweetShareSend
Sanchar Live

Sanchar Live

Next Post
ଜମୁଛି ମା’ ତାରିଣୀଙ୍କ ଚଇତି ପର୍ବ

ଜମୁଛି ମା’ ତାରିଣୀଙ୍କ ଚଇତି ପର୍ବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାତିରେ ଶୋଇବା ପୂର୍ବରୁ ଗାଧୋଇବା ଦ୍ୱାରା କ’ଣ ହୁଏ ?
  • ରାତିରେ ବଢି ଯାଉଛି କି ବ୍ଲଡ୍‌ ସୁଗର୍‌? ଏହି ୬ ଟି ସଙ୍କେତରୁ କରନ୍ତୁ ଚିହ୍ନଟ…
  • ଏୟାର ଇଣ୍ଡିଆ ବିମାନ ଦୁର୍ଘଟଣାରେ ଗୁଜରାଟୀ ଫିଲ୍ମ ନିର୍ମାତା ମହେଶ ଜିରାୱାଲଙ୍କ ମୃତ୍ୟୁ
  • ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ଦୀପଦାନ
  • ୧୩ ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ ରାଜା ରଘୁବଂଶୀ ହତ୍ୟା ମାମଲାର ଦୁଇ ଅଭିଯୁକ୍ତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.