Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଅଧା ରହିଗଲା ଜଗା ଦର୍ଶନ : ଚାଲିଗଲା ନାବାଳକର ଜୀବନ

Sanchar Live by Sanchar Live
April 25, 2025
in ଓଡିଶା
0
ମର୍ମନ୍ତୁଦ ଦୁର୍ଘଟଣାରେ ୩ ମୃତ ଓ ୩ ଗୁରୁତର
0
SHARES
27
VIEWS
FacebookTwitter

ସଂଚାର ବ୍ୟୁରୋ: ଅଧା ରହିଗଲା ଜଗା ଦର୍ଶନ । ପୁରୀ ଚକ୍ରତୀର୍ଥ ରୋଡ ଆରଟିଓ ସମ୍ମୁଖରେ ଦୁର୍ଘଟଣା ଘଟି ଚାଲିଯାଇଛି ନାବାଳକର ଜୀବନ । ନାବାଳକ ଜଣଙ୍କ ଦୋକାନକୁ ଯିବାବେଳେ ଦ୍ରୁତ ଗତିରେ ଆସୁଥିବା ଏକ ବୋଲେରୋ ତାଙ୍କୁ ଧକ୍କା ଦେଇଥିଲା । ଧକ୍କା ଦେଇଥିବା ଗାଡିରେ ON DUTY EAST COAST RAILWAY ଲେଖାଯାଇଥିଲା । ନାବାଳକୁ ଗୁରୁତର ଅବସ୍ଥାରେ ଚିକିତ୍ସା ପାଇଁ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ l ମୃତ ନାବାଳକ ଜଣକ ହେଉଛନ୍ତି ଖୋର୍ଦ୍ଧା ବେଗୁନିଆ ଅଞ୍ଚଳର ସୂର୍ଯ୍ୟକାନ୍ତ ଦାସଙ୍କ ୪ବର୍ଷର ପୁଅ ଆଶୁ ଦାସ। ସ୍ଥାନୀୟ ପୋଲିସ ଦୁର୍ଘଟଣା ଘଟାଇଥିବା ଗାଡ଼ି ଡ୍ରାଇଭରକୁ ଅଟକ ରଖି ପଚରାଉଚରା କରୁଛି । ଶବ ବ୍ୟବଚ୍ଛେଦ ପରେ ପୁରୀ ରେଳଷ୍ଟେସନ ସମ୍ମୁଖରେ ମୃତଦେହ ରଖି ରାସ୍ତା ରୋକ କରିଛନ୍ତି ଲୋକେ l ଆଜି ମହାପ୍ରଭୁଙ୍କ ଦର୍ଶନ ପାଇଁ ଟ୍ରେନ୍ ରେ ପରିବାର ଲୋକଙ୍କ ସହ ପୁରୀ ଆସିଥିଲା ଆଶୁ । ମହାପ୍ରଭୁଙ୍କ ଦର୍ଶନ ପୂର୍ବରୁ ଆରଟିଓ ନିକଟରେ ଥିବା ତାଙ୍କ ବନ୍ଧୁଙ୍କ ଘରକୁ ପରିବାର ସହିତ ଆସିଥିଲା । ଜଣେ ସମ୍ପର୍କୀୟଙ୍କ ସହ ନାବାଳକ ଜଣକ କୋଲଡ୍ରିଙ୍କ ପାଇଁ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା । ତେବେ ଏ ନେଇ ରେଲୱେ କର୍ତ୍ତୃପକ୍ଷଙ୍କ କୌଣସି ପତିକ୍ରିୟା ମିଳିପାରି ନାହିଁ l

Tags: accidentpuri
ShareTweetShareSend
Sanchar Live

Sanchar Live

Next Post
କଣ ଆପଣ ବି ଡିପ୍ରେସନର ଶିକାର? ଖାଆନ୍ତୁ ଏହିସବୁ ଖାଦ୍ୟ..

କଣ ଆପଣ ବି ଡିପ୍ରେସନର ଶିକାର? ଖାଆନ୍ତୁ ଏହିସବୁ ଖାଦ୍ୟ..

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.