Monday, May 11, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆନନ୍ଦ ବଜାରରେ ବାସୀ ଅବଢ଼ା ବିକ୍ରି ଉପରେ ଲାଗିବ ରୋକ

Sanchar Live by Sanchar Live
August 28, 2024
in ଓଡିଶା
0
ଆନନ୍ଦ ବଜାରରେ ବାସୀ ଅବଢ଼ା ବିକ୍ରି ଉପରେ ଲାଗିବ ରୋକ
0
SHARES
3
VIEWS
FacebookTwitter

ସଂଚାର ବ୍ୟୁରୋ: ଶୃଙ୍ଖଳିତ ହେବ ଆନନ୍ଦବଜାର। ସୂପକାର ଓ ଅଣସୂପକାରଙ୍କ ଉପରେ ନଜର ରଖିବେ ସ୍ବତନ୍ତ୍ର ସୁରକ୍ଷା କର୍ମୀ । ଏଥିପାଇଁ ନିଯୁକ୍ତ ହେବେ ୨୦ ଜଣ ଦକ୍ଷ ଅବସର ପ୍ରାପ୍ତ ସେନାନିବୃତ କର୍ମୀ । ଏନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଆରମ୍ଭ ହୋଇଛି ନିଯୁକ୍ତି ପ୍ରକ୍ରିୟା । ପ୍ରାୟ ୬୦ ଜଣ ସେନାନିବୃତ କର୍ମୀ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକଙ୍କ ନିକଟରେ ସାକ୍ଷାତକାର ଦେଉଛନ୍ତି । ପିଏସଆଇପିଏଲ୍ ନାମକ ଏକ ଘରୋଇ ଆଉଟ୍ ସୋର୍ସିଂ ସଂସ୍ଥା ଜରିଆରେ ଏହି ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହୋଇଛି ।ଆସନ୍ତା ୩୦ ତାରିଖ ସୁଦ୍ଧା ପୂରଣ ହେବ ସମସ୍ତ ୨୦ ପଦବୀ । ୧ ତାରିଖରୁ ଆନନ୍ଦ ବଜାରରେ ମୁତୟନ ହେବେ ଏହି ସ୍ବତନ୍ତ୍ର ସୁରକ୍ଷା କର୍ମୀ ।ଏମାନଙ୍କ ପାଇଁ ଲାଗୁ ହେବ ସ୍ବତନ୍ତ୍ର ଡ୍ରେସ କୋଡ । ନିଯୁକ୍ତି ପରେ ଆନନ୍ଦ ବଜାରରେ ବିଭିନ୍ନ ଶୃଙ୍ଖଳା ଉପରେ କଡା ନଜର ରଖିବେ ଏବଂ ଏଥିପାଇଁ ସ୍ଵତନ୍ତ୍ର ପ୍ରଶିକ୍ଷଣ ନେବେ ।

ଆନନ୍ଦ ବଜାରରେ ବାସୀ ଅବଢ଼ା ବିକ୍ରି ଉପରେ ଲାଗିବ ରୋକ । ଅଣ ସୂପକାର ମାନଙ୍କୁ ପ୍ରସାଦ ବିକ୍ରି ବାରଣ ରହିବ ।କେବଳ ସୁଆର ମହାସୁଆର ନିଯୋଗ ତରଫରୁ ସୂଚିତ ସୂପକାର ମାନେ ହିଁ ମହାପ୍ରସାଦ ପାଇଁ ଅଧିକୃତ ରହିବେ । ଭକ୍ତଙ୍କ ପ୍ରତି ଆଚରଣ ଓ ଉଚ୍ଚାରଣ ସଠିକ୍ ରହିବା ଦିଗରେ ଗୁରୁତ୍ବ ରହିବ । ଆନନ୍ଦ ବଜାରରେ ନିର୍ଦ୍ଦିଷ୍ଟ ଚିହ୍ନଟ ସ୍ଥାନ ବ୍ୟତୀତ ଅନ୍ୟ ସ୍ଥାନରେ ମହାପ୍ରସାଦ ଓ ଅନ୍ୟ ଭୋଗ ବିକ୍ରି ବାରଣ ରହିବ । ଆନନ୍ଦ ବଜାରରେ କେବଳ ମହାପ୍ରଭୁଙ୍କ ଭୋଗ ହେଇଥିବା ଦ୍ରବ୍ୟ ବ୍ୟତୀତ ଅନ୍ୟ ଖାଦ୍ୟ ପ୍ରଦାର୍ଥ ବିକ୍ରି ହୋଇ ପାରିବ ନାହିଁ ।ଦରକାର ପଡିଲେ ସୂପକାର ଙ୍କୁ ପରିଚୟ ପତ୍ର ପ୍ରଦାନ କରିବେ ଶ୍ରୀମନ୍ଦିର ପ୍ରଶାସନ ।

Tags: anand bazarpuri
ShareTweetShareSend
Sanchar Live

Sanchar Live

Next Post
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଉତ୍କଳ ହସ୍ପିଟାଲର ଚେୟାରମ୍ୟାନ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଉତ୍କଳ ହସ୍ପିଟାଲର ଚେୟାରମ୍ୟାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଓଡଗାଁରେ ହିଂସା, ଯୁବକଙ୍କୁ ମାରିଦେଲେ
  • ଖାଇକୁ ଖସିଲା କାର : ୬ ମୃତ, ୪ ଆହତ
  • ରତ୍ନ ଅଳଙ୍କାରର ଗଣତି ମଣତି : ବନ୍ଦ ରହିବ ଭିତର କାଠ ଦର୍ଶନ
  • ହିମନ୍ତ ବିଶ୍ବଶର୍ମା ପୁଣି ହେବେ ଆସାମର ମୁଖ୍ୟମନ୍ତ୍ରୀ, କାଲି ନେବେ ଶପଥ
  • ଆଜି ପଞ୍ଜାବ ଓ ଦିଲ୍ଲୀ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.