Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୁଣି ପୁରୀ ଶ୍ରୀମନ୍ଦିର ଉପରେ ଉଡିଲା ଚିଲ

Sanchar Live by Sanchar Live
March 14, 2026
in ଓଡିଶା
0
ପୁଣି ପୁରୀ ଶ୍ରୀମନ୍ଦିର ଉପରେ ଉଡିଲା ଚିଲ
0
SHARES
29
VIEWS
FacebookTwitter

ପୁଣି ପୁରୀ ଶ୍ରୀମନ୍ଦିର ଉପରେ ଉଡିଲା ଚିଲ । ଗତକାଲି ହଠାତ ନୀଳଚକ୍ର ଉପରେ ଶତାଧିକ ଚିଲ ଉଡୁଥିବା ଦେଖିବାକୁ ମିଳିଛି । ଯାହାକୁ ଅଶୁଭ ସଙ୍କେତ ବୋଲି କହୁଛନ୍ତି ଶ୍ରଦ୍ଧାଳୁ । ଏବେ ମଧ୍ୟପ୍ରାଚ୍ୟରେ ଘମାଘୋଟ ଯୁଦ୍ଧ ଚାଲିଥିବା ବେଳେ, କେହି କେହି ଏହାକୁ ପୃଥିବୀ ପ୍ରତି ମହାବିପତ୍ତି ଆସିବାକୁ ଯାଉଥିବା କହିଛନ୍ତି । ପୂର୍ବରୁ ମଧ୍ୟ ପତିତପାବନ ବାନା ଉପରେ ଚିଲ ବସିଥିଲା ।

ସେହିପରି ନୀଳଚକ୍ରରେ ସଂଯୋଗ ହୋଇଥିବା ମାନସିକ ବାନା ଛିଣ୍ଡିଯାଇଥିଲା । ବାରମ୍ବାର ଏଭଳି ଘଟଣା ଶ୍ରୀମନ୍ଦିର ଉପରେ ଘଟୁଥିବାରୁ ନାନା ଆଶଙ୍କା ଲାଗି ରହିଛି। ଶ୍ରୀମନ୍ଦିର ନୀଳଚକ୍ର ଉପରେ ଆଗରୁ ମଧ୍ୟ ଚିଲ ଉଡିବାର ନଜିର୍ ରହିଛି, ମାତ୍ର ଏତେ ସଂଖ୍ୟାରେ ଚିଲ ଉଡୁଥିବା ପ୍ରଥମଥର ପାଇଁ ଦେଖାଯାଇଛି । ତେଣୁ କେହିକେହି ଏହା ଅଶୁଭର ସଙ୍କେତ ବୋଲି ବିବେଚନା କରୁଥିବା ବେଳେ କେହିକେହି ଏହାକୁ ଚିରାଚରିତ ଘଟଣା ବୋଲି କହୁଛନ୍ତି ।

ସେହିପରି ବହୁତ ଦିନ ଆଗରୁ ମଧ୍ୟ ଏପରି ଘଟଣା ସାମ୍ନାକୁ ଆସିଥିଲା ଯେଉଁଥିରେ, ପୁରୀ ଶ୍ରୀମନ୍ଦିର ନୀଳଚକ୍ର ଉପରେ ଚିଲ ଉଡିଥିଲା । ସକାଳେ ଏକ ଚିଲ ନୀଳଚକ୍ର ଉପରେ ଉଡୁଥିବା ପତିତପାବନ ବାନା ଉପରେ ବସିଥିବା ଦେଖିବାକୁ ମିଳିଥିଲା । ପୂର୍ବରୁ ବିଭିନ୍ନ ସମୟରେ ଶ୍ରୀମନ୍ଦିର ନୀଳଚକ୍ର ଉପରେ ଚିଲ ବସିଥିବା ଦେଖିବାକୁ ମିଳିଥିଲା । କେତେକ ଏହାକୁ ଶୁଭ ସଙ୍କେତ ଓ କେତେକ ଏହାକୁ ଅଶୁଭ ବୋଲି ମାନିଥାନ୍ତି । ଚିଲ ବସିବା ଦ୍ୱାରା ଶ୍ରୀମନ୍ଦିରର ନୀତି କାନ୍ତି ପ୍ରଭାବିତ ହୋଇନାହିଁ । କିଛି ସମୟ ବସିବା ପରେ ଚିଲଟି ଉଡିଯାଇଥିଲା ।

Tags: jay jaganathtemplepuri
ShareTweetShareSend
Sanchar Live

Sanchar Live

Next Post
ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ

ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ଗୁରୁତ୍ବପୂର୍ଣ୍ଣ ବୈଠକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.