Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଶ୍ରୀମନ୍ଦିରରେ ଦୟଣା ଚୋରି ନୀତି, ଦୁଇଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ

Sanchar Live by Sanchar Live
April 10, 2025
in ଓଡିଶା
0
ପୁଣି ଶ୍ରୀମନ୍ଦିରରେ ଅଘଟଣ, ଗରମ ଡାଲି ପଡ଼ି ଜଣେ ବୋଝିଆ ଗୁରୁତର
0
SHARES
9
VIEWS
FacebookTwitter

ପୁରୀ: ଗୁରୁବାର ଶ୍ରୀମନ୍ଦିରରେ ଦୟଣା ଚୋରି ନୀତି ଅନୁଷ୍ଠିତ ହେବ। ଏହି ସ୍ୱତନ୍ତ୍ର ନୀତିକୁ ଶୃଙ୍ଖଳିତ କରିବା ଉପରେ ଗୁରୁତ୍ୱ ଦେଇଛି ପ୍ରଶାସନ। ଦୟଣା ଚୋରି କରିବେ ମହାପ୍ରଭୁ। ମଧ୍ୟାହ୍ନ ଧୂପ ଏବଂ ଦକ୍ଷିଣୀ ଘର ଭୋଗ ସରିବା ପରେ ଏହି ନୀତି ଆରମ୍ଭ ହେବ। ଏଥିପାଇଁ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ରାମ-କୃଷ୍ଣ ଜଗନ୍ନାଥ ବଲ୍ଲଭ ମଠ ପରିସରକୁ ବିଜେ କରିବେ। ଅନ୍ୟପକ୍ଷରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ଦୟଣା ଚୋରି ଓ ଦମନକ ଚତୁର୍ଦ୍ଦଶୀ ନୀତି ସମ୍ପାଦନକୁ ଦୃଷ୍ଟିରେ ରଖି ଗୁରୁବାର ଓ ଶୁକ୍ରବାର ଦୁଇଦିନ ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ବନ୍ଦ ରହିବ। ଏହାପରେ ପୁନଶ୍ଚ ରତ୍ନଭଣ୍ଡାର କାମ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

Tags: dayana chori nitipuri
ShareTweetShareSend
Sanchar Live

Sanchar Live

Next Post
ଆସନ୍ତାକାଲି ଓଡିଶା ଆସିବେ ଜେପି ନଡ୍ଡା

ଆସନ୍ତାକାଲି ଓଡିଶା ଆସିବେ ଜେପି ନଡ୍ଡା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.