Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୟାଶ୍ରାଦ୍ଧ,ବଡ଼ବଡୁଆ ଡାକ ପାଇଁ ପୁରୀରେ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼

Sanchar Live by Sanchar Live
November 1, 2024
in ଓଡିଶା
0
ଶ୍ରୀମନ୍ଦିରରେ ନିଯୁକ୍ତ ହେବେ ଫୁଡ୍ ଇନ୍ସପେକ୍ଟର
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜି ପବିତ୍ର ଦୀପାବଳୀ ଅମାବାସ୍ୟାରେ ଶ୍ରୀକ୍ଷେତ୍ରରେ ପୟାଶ୍ରାଦ୍ଧ,ବଡ଼ବଡୁଆ ଡାକ ପାଇଁ ଜମିଛି ଶ୍ରଦ୍ଧାଳୁଙ୍କ ଭିଡ଼ । ଜଗାଦର୍ଶନ ସହ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିର ନିକଟରେ କାଉଁରିଆ କାଠି ଜାଳିଲେ ଦର୍ଶନାର୍ଥୀ । ପ୍ରଶାସନିକ ବ୍ୟବସ୍ଥା ମଧ୍ୟରେ ବଡବଡିଆ ଡାକରେ ପ୍ରକମ୍ପିତ ହୋଇଛି ବଡଦାଣ୍ଡ । ଆଶ୍ୱିନ କୃଷ୍ଣ ପ୍ରତିପଦାଠାରୁ ପିତୃପକ୍ଷରେ ମର୍ତ୍ତ୍ୟଲୋକ ଆସିଥିବା ପିତୃପୁରୁଷଙ୍କୁ ଆଜି ଦୀପାବଳିରେ ଆଲୋକର ମାର୍ଗ ଦେଖାଇ ମେଲାଣି ଦେବାର ଦୀପଦାନ ବା ପୟାଶ୍ରାଦ୍ଧର ବିଧି ରହିଛି ।

ବିଧି ମୁତାବକ ଫଳ,ଫୁଲ,ଚନ୍ଦନରେ ଆମ ଓ ହେମ ଦ୍ରବ୍ୟରେ ପିତୃପୁରୁଷଙ୍କ ଉଦେଶ୍ୟରେ ଶ୍ରଦ୍ଧାଳୁ ମାନେ ଏକୋଦିଷ୍ଟ  ଶ୍ରାଦ୍ଧ ଦାନ କରିଛନ୍ତି । ଉଦ୍ଦିଷ୍ଟ ସ୍ଥାନରେ ପୋଲିସ ଓ ଫାୟାର ବ୍ରିଗେଡ଼ର କଡା ସୁରକ୍ଷା ଏବଂ ବ୍ୟାରିକେଡ ମଧ୍ୟରେ କାଉଁରିଆ ଜାଳି ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଛନ୍ତି ଶ୍ରଦ୍ଧାଳୁ । ସେପଟେ ପଞ୍ଜିକାରେ ତ୍ରୁଟି ଯୋଗୁଁ ଗତକାଲି ଭକ୍ତମାନେ ପୟାଶ୍ରାଦ୍ଧ ଦେଇଥିବା ବେଳେ ଆଜି ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସ୍ଥିରିକୃତ ପଞ୍ଜିକା ଅନୁଯାୟୀ ଦୀପାବଳି ଓ ପୟାଶ୍ରାଦ୍ଧ ପାଳିବେ ଶ୍ରଦ୍ଧାଳୁ।
Tags: Diwalipaya sradhapuri
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ତିନି ଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ହେବ ଯାଞ୍ଚ

ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ବି ସୁଡଙ୍ଗ କିମ୍ବା ଗୁପ୍ତ କୋଠରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.