Wednesday, May 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସ୍ତ୍ରୀ ଓ ପୁଅ ସାମ୍ନାରେ ସ୍ବାମୀ ନିଖୋଜ

Sanchar Live by Sanchar Live
August 23, 2025
in ଓଡିଶା
0
ସ୍ତ୍ରୀ ଓ ପୁଅ ସାମ୍ନାରେ ସ୍ବାମୀ ନିଖୋଜ
0
SHARES
149
VIEWS
FacebookTwitter

ସଂଚାର ବ୍ୟୁରୋ: ପୁଣି ପୁରୀ ସମୁଦ୍ରରେ ଅଘଟଣ । ସମୁଦ୍ରସ୍ନାନ ବେଳେ ବୁଡ଼ିଯାଇ ଜଣେ ପର୍ଯ୍ୟଟକ ନିଖୋଜ । ଚୈତନ୍ୟ ଛକ ବେଳାଭୂମି ସେକ୍ଟର ୯ରେ ସ୍ନାନ କରୁଥିବା ସମୟରେ ସ୍ତ୍ରୀ ଓ ପୁଅ ସାମ୍ନାରେ ସ୍ବାମୀ ନିଖୋଜ ହୋଇଯାଇଛନ୍ତି । ନିଖୋଜ ପର୍ଯ୍ୟଟକ ଜଣକ ହାଇଦ୍ରାବାଦର ବିକାଶ ଚାନ୍ଦ । ଉପସ୍ଥିତ ଲାଇଫ ଗାର୍ଡ ଓ ଅଗ୍ନିଶମ ବିଭାଗ ପକ୍ଷରୁ ଖୋଜାଖୋଜି ଜାରି ରହିଛି । ବିକାଶ ତାଙ୍କ ପରିବାର ସହ ପୁରୀ ବୁଲିବାକୁ ଆସିଥିଲେ । ଆଜି ଚୈତନ୍ୟ ଛକ ନିକଟ ସମୁଦ୍ରରେ ସ୍ନାନ କରୁଥିବା ବେଳେ ଏକ ବଡ଼ ଲହଡ଼ି ତାଙ୍କୁ ସମୁଦ୍ର ଭିତରକୁ ଟାଣି ନେଇଥିଲା । ନିଜ ପୁଅ ଓ ସ୍ତ୍ରୀ ସାମ୍ନାରେ ବିକାଶ ଭାସି ଯାଉଥିବା ବେଳେ ପରିବାର ଲୋକେ ଚିତ୍କାର କରିଥିଲେ । ତେବେ ଲାଇଫ ଗାର୍ଡ ଓ ଅଗ୍ନିଶମ ବିଭାଗର କର୍ମଚାରୀ ମାନେ ସମୁଦ୍ର ଭିତରକୁ ଯାଇ ଖୋଜାଖୋଜି ଜାରି ରଖିଥିବା ବେଳେ ଏପର୍ଯ୍ୟନ୍ତ କୌଣସି ପତ୍ତା ମିଳିନାହିଁ ।.

Tags: drowningpuri
ShareTweetShareSend
Sanchar Live

Sanchar Live

Next Post
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..

ଜାଣନ୍ତୁ ଆଜି କାହା ଭାଗ୍ୟରେ କଣ ?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାଜ୍ୟରେ ଆଜି ହୋଇପାରେ ଏକ ବଡ଼ ପରିବର୍ତ୍ତନ
  • ଆସ୍ଥା ଭୋଟ ଜିତିଲେ ବିଜୟ
  • ମାଡି ଆସୁଛି ବାତ୍ୟା!
  • ସହିଦ ନଗର ସବର ସାହିରେ ଛୁରା ମାଡ଼
  • ଟେବୁଲ ଟପ୍ପର ହେବାକୁ RCB ର ଲକ୍ଷ୍ୟ, ଆଗରେ କୋଲକାତା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.