Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ବଡ଼ଠାକୁରଙ୍କ ହରିହର ବେଶ

Sanchar Live by Sanchar Live
October 27, 2025
in ଓଡିଶା
0
ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ବଡ଼ଠାକୁରଙ୍କ ହରିହର ବେଶ
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ଶ୍ରୀମନ୍ଦିରରେ ଆଜି ଅନୁଷ୍ଠିତ ହେବ ବଡ଼ଠାକୁରଙ୍କ ହରିହର ବେଶ । ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯିବ | ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବା ବେଳେ ଏହି ବେଶରେ ହରି ଓ ହରଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହେବ । ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିବେ l କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟା ପର ଠାରୁ ଶୁକ୍ଳ ଦଶମୀ ମଧ୍ୟରେ ଯେଉଁଦିନ ସୋମବାର ପଡେ, ସେହିଦିନ ରତ୍ନ ସିଂହାସନରେ ଅଧିଷ୍ଟିତ ବଡ଼ଠାକୁରଙ୍କ ବାଡ଼ରେ ହରିହର ବେଶ ହେବାର ବିଧି ରହିଛି । ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଓ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡୁଥିବାରୁ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶ ସଜିତ କରାଯିବ l ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରିବେ । ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶ ଦେଖି ଭକ୍ତ ଆତ୍ମତୃପି ଲାଭ କରିବେ ।

Tags: harihara beshalord jaganathpuri
ShareTweetShareSend
Sanchar Live

Sanchar Live

Next Post
ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ମୋନ୍ଥା

ବଙ୍ଗୋପସାଗରରେ ସୃଷ୍ଟି ହେଲା ସାମୁଦ୍ରିକ ବାତ୍ୟା ମୋନ୍ଥା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.