Monday, October 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ନୀତି ଅବସରରେ ଦର୍ଶନ କଟକଣା

Sanchar Live by Sanchar Live
September 4, 2026
in ଓଡିଶା
0
ଆଜି ଶ୍ରୀମନ୍ଦିରରେ ଜନ୍ମାଷ୍ଟମୀ ନୀତି ଅବସରରେ ଦର୍ଶନ କଟକଣା
0
SHARES
14
VIEWS
FacebookTwitter

ଶୁକ୍ରବାର ଭାଦ୍ରବ କୃଷ୍ଣ ଅଷ୍ଟମୀ ତିଥିରେ ଶ୍ରୀମନ୍ଦିରରେ ପାଳନ ହେବ ଶ୍ରୀକୃଷ୍ଣ ଜନ୍ମ ନୀତି । ବଡ଼ଦେଉଳରେ ଜନ୍ମାଷ୍ଟମୀ ନୀତି ଅବସରରେ ଦର୍ଶନ କଟକଣା ରହିଛି । ସନ୍ଧ୍ୟା ଧୂପ ଛେକ ଆସିବା ପରେ ଶ୍ରୀକୃଷ୍ଣ ଜନ୍ମ ନୀତି ଶେଷ ପର୍ଯ୍ୟନ୍ତ ଅର୍ଥାତ ସନ୍ଧ୍ୟା ୭ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି । ଏଥିସହ ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଗୁରୁବାର ମାଜଣା ନୀତି ସହ ଯେଉଟ ଭୋଗ ଓ ଗର୍ଭଉଦକ ବନ୍ଦାପନା ନୀତି ଅନୁଷ୍ଠିତ ହୋଇଛି ।

ଶ୍ରୀମନ୍ଦିର ପରମ୍ପରା ଅନୁସାରେ ଶ୍ରୀଜଗନ୍ନାଥଙ୍କଠାରୁ ହିଁ ଶ୍ରୀକୃଷ୍ଣ ଓ ଶ୍ରୀରାମ ଆଦି ସମସ୍ତ ଅବତାର ଜନ୍ମ ନିଅନ୍ତି । ଏଣୁ ଗୁରୁବାର ଶ୍ରୀକୃଷ୍ଣଙ୍କ ଜନ୍ମର ପୂର୍ବ ବିଧି ପାଳନ ହୋଇଛି । ଶ୍ରୀଜଗନ୍ନାଥ ମା’ଦେବକୀ ଭାବେ ଶ୍ରୀକୃଷ୍ଣଙ୍କୁ ଜନ୍ମ ଦେବେ । ଏଣୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କୁ ଆଜି ଯେଉଟ ଭୋଗ ଲାଗି କରାଯାଇଛି । ଗର୍ଭଯନ୍ତ୍ରଣାରୁ ଉପଶମ ପାଇଁ ଠାକୁରଙ୍କୁ ଏହି ଭୋଗ ଲାଗି କରାଯାଏ । ଏଥିସହ ସମ୍ପନ୍ନ ହୋଇଛି ଠାକୁରଙ୍କ ଗର୍ଭଉଦକ ବନ୍ଦାପନା ନୀତି । ଶ୍ରୀମନ୍ଦିରରେ ସନ୍ଧ୍ୟାଧୂପ ପରେ ଏହି ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହୋଇଛି ।

Tags: janmastamipuri
ShareTweetShareSend
Sanchar Live

Sanchar Live

Next Post
ରାଜ୍ୟରେ ଧୀରେ ଧୀରେ କମିବାରେ ଲାଗିଛି ବର୍ଷାର ପ୍ରଭାବ

ରାଜ୍ୟରେ ଧୀରେ ଧୀରେ କମିବାରେ ଲାଗିଛି ବର୍ଷାର ପ୍ରଭାବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କୁମାର ପୂର୍ଣ୍ଣିମା ଦିନ ଧାର୍ଯ୍ୟକୁ ନେଇ ପୁଣି ଦ୍ୱନ୍ଦ୍ୱ
  • ଶପଥ ନେଲେ ନୂଆ ରାଜ୍ୟପାଳ
  • ନବରାତ୍ରି ଅଷ୍ଟମୀ ତିଥିରେ ମା’ ମହାଗୌରୀଙ୍କୁ କାହିଁକି କରାଯାଏ ପୂଜା
  • ପୂଜା ମଣ୍ଡପରେ ଦଳାଚକଟା ଘଟଣା: ଦୋଷୀଙ୍କ ବିରୋଧରେ ହେବ କଡା କାର୍ଯ୍ୟାନୁଷ୍ଠାନ
  • କୋଲକାତା ଦୁର୍ଗାପୂଜାରେ ଅଘଟଣ: ୧୮ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • October 2026
  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.