Wednesday, May 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୁଣି ବିବାଦରେ ଶ୍ରୀଜଗନ୍ନାଥ ଟେମ୍ପୁଲ ପୋଲିସ ସ୍କ୍ୱାର୍ଡ

Sanchar Live by Sanchar Live
August 9, 2025
in ଓଡିଶା
0
ପୁଣି ବିବାଦରେ ଶ୍ରୀଜଗନ୍ନାଥ ଟେମ୍ପୁଲ ପୋଲିସ ସ୍କ୍ୱାର୍ଡ
0
SHARES
64
VIEWS
FacebookTwitter

ପୁଣି ବିବାଦରେ ଶ୍ରୀଜଗନ୍ନାଥ ଟେମ୍ପୁଲ ପୋଲିସ ସ୍କ୍ୱାର୍ଡ । ଲାଞ୍ଚ ନଦେଲେ ଦର୍ଶନାର୍ଥୀଙ୍କୁ ଦୁର୍ବ୍ୟବହାର କରୁଥିବା ଅଭିଯୋଗ । ଦୁର୍ବ୍ୟବହାର ନେଇ ପ୍ରାୟ ୫୦ ଅଧିକ ଭକ୍ତ ଅଭିଯୋଗ କରିଛନ୍ତି । ଚିନ୍ମୟ ସେନାପତି ନାମକ ଜଣେ ଜେଟିପି ଶ୍ରୀମନ୍ଦିର ଭିତରେ ଦର୍ଶନ ସମୟରେ ଏଭଳି ବ୍ୟବହାର କରିଥିବା ଅଭିଯୋଗ ହୋଇଛି । ଅଷଭ୍ୟ ଭାଷାରେ ଗାଳି କରିଥିବା ମଧ୍ୟ ଅଭିଯୋଗ ହୋଇଛି । ଏଥିରେ ଶ୍ରଦ୍ଧାଳୁମାନେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଜିଲ୍ଲାପାଳଙ୍କୁ ଅଭିଯୋଗ ପତ୍ର ଦେବା ସହ ଜେଟିପିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଅନୁରୋଧ କରିଛନ୍ତି ।

ଗତ ୩ ମାସ ତଳେ ଜଗନ୍ନାଥ ମନ୍ଦିର ପୋଲିସ ନାମରେ ଆଉଟ୍ ସୋର୍ସେିଂ ମାଧ୍ୟମରେ ପ୍ରାୟ ୭୫ କର୍ମଚାରୀ ନିୟୋଜିତ ହୋଇଛନ୍ତି । ଏମାନେ ଶ୍ରୀଜଗନ୍ନାଥ ମନ୍ଦିର ପୋଲିସଙ୍କ ଭଳି ସ୍ଥାୟୀ ନୁହନ୍ତି କିନ୍ତୁ ଜଗନ୍ନାଥ ମନ୍ଦିର ପୋଲିସ ସ୍କ୍ୱାର୍ଡ ନାମରେ ଡ୍ୟୁଟି କରୁଛନ୍ତି । ଗତ ୬ ତାରିଖରେ ଲାଞ୍ଚ ନେଉଥିବା ବେଳେ ଜଣେ ଜେଟିପି ଭିଡିଓରେ କଏଦ ହୋଇଥିଲେ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତାଙ୍କୁ କାର୍ଯ୍ୟରୁ ବହିଷ୍କାର କରିଥିଲେ । ତେବେ ପୁଣି ଜଣେ ଜେଟିପିଙ୍କ ଭୂମିକା ସନ୍ଦେହକୁ ଆସିବା ପରେ ଅସନ୍ତୋଷ ଲାଗି ରହିଛି ।

Tags: jtpodishapuri
ShareTweetShareSend
Sanchar Live

Sanchar Live

Next Post
କଂଗ୍ରେସକୁ ଏମିତି କହିଲା ବିଜେଡି…

କଂଗ୍ରେସକୁ ଏମିତି କହିଲା ବିଜେଡି...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସହିଦ ନଗର ସବର ସାହିରେ ଛୁରା ମାଡ଼
  • ଟେବୁଲ ଟପ୍ପର ହେବାକୁ RCB ର ଲକ୍ଷ୍ୟ, ଆଗରେ କୋଲକାତା
  • ମହଙ୍ଗା ହେଲା ସୁନା ଓ ରୁପା
  • ଆଜି ଏହି ରାଶିକୁ ମିଳିବ ଶୁଭଫଳ
  • ପାକିସ୍ତାନରେ ଫୁଟିଲା ବୋମା, ଚାଲିଗଲା ୯ ଜୀବନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.