Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶ୍ରୀକ୍ଷେତ୍ର କୃଷ୍ଣଲୀଳାରେ ପଡ଼ିଲା ଯବନିକା, ଶେଷ ଦିନରେ ଅନୁଷ୍ଠି ହେଲା କଂସବଧ

Sanchar Live by Sanchar Live
September 13, 2024
in ଓଡିଶା
0
ଶ୍ରୀକ୍ଷେତ୍ର କୃଷ୍ଣଲୀଳାରେ ପଡ଼ିଲା ଯବନିକା, ଶେଷ ଦିନରେ ଅନୁଷ୍ଠି ହେଲା କଂସବଧ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ଶ୍ରୀକ୍ଷେତ୍ର କୃଷ୍ଣଲୀଳାରେ ପଡ଼ିଲା ଯବନିକା । ଶେଷ ଦିନରେ କଂସକୁ ବଧ କଲେ ଶ୍ରୀକୃଷ୍ଣ । ଗତମାସ ୨୬ ତାରିଖ ଭାଦ୍ରବ କୃଷ୍ଣପକ୍ଷ ଅଷ୍ଟମୀ ଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଥିଲା ଶ୍ରୀକୃଷ୍ଣଙ୍କ ବାଲ୍ଯ ଲୀଳା । ଆଜି ଭାଦ୍ରବ ଶୁକ୍ଳପକ୍ଷ ଦଶମୀରେ ଏହା ଶେଷ ହୋଇଛି । ବଡଦାଣ୍ଡରେ ମହାପ୍ରଭୁଙ୍କ ଏହି ନୀତି ଅନୁଷ୍ଠିତ ହୋଇଥିଲା । ଅପରାହ୍ଣରେ ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଶ୍ରୀ ରାମକୃଷ୍ଣ ପାଲିଙ୍କିରେ ବିଜେ ହୋଇ ଶ୍ରୀମନ୍ଦିରରୁ  ବାହାରିଥିଲେ । ଲବଣୀଖିଆ ମଣ୍ଡପରେ ମହାଭୋଇ ପରିବାରର ମହିଳାଙ୍କ ହାତରୁ ଲବଣୀ ଖାଇବା ପରେ ମଥୁରା ନଗର ଅର୍ଥାତ ବଡଦାଣ୍ଡରେ ପହଞ୍ଚିଵା ପରେ  ଶ୍ରୀକୃଷ୍ଣ ଲୀଳାର ଅନ୍ତିମ ପର୍ବ ଅନୁଷ୍ଠିତ ହୋଇଥିଲା ।  ଶ୍ରୀମନ୍ଦିର ସିଂହଦ୍ୱାର ନିକଟରେ ପ୍ରଭୁ ଶ୍ରୀକୃଷ୍ଣ ରାକ୍ଷସ ରାଜା କଂସଙ୍କ ମଧ୍ୟରେ ଯୁଦ୍ଧ ହୋଇଥିଲା ॥ ଶେଷରେ ଶ୍ରୀକୃଷ୍ଣ  କଂସଙ୍କୁ ନିଧନ କରିବା ପରେ ପାଲିଙ୍କିରେ ଶ୍ରୀମନ୍ଦିରକୁ ପ୍ରତ୍ୟାବର୍ତନ କରିଥିଲେ ।

Tags: kansa badhapuri
ShareTweetShareSend
Sanchar Live

Sanchar Live

Next Post
ଗାଧୋଇବା ବେଳେ ବୁଡିଗଲେ ୮ ଜଣ

ଗାଧୋଇବା ବେଳେ ବୁଡିଗଲେ ୮ ଜଣ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.