Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦୁନିଆ ଦେଖିଲା ନୌସେନାର ଦମ୍

Sanchar Live by Sanchar Live
December 4, 2024
in ଓଡିଶା
0
ଦୁନିଆ ଦେଖିଲା ନୌସେନାର ଦମ୍
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: ପୁରୀରୁ ନୌବୀରଙ୍କ ପରାକ୍ରମ ଦେଖିଲା ବିଶ୍ବ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉପସ୍ଥିତିରେ ନୌସେନା ଦିବସରେ ପୁରୀ ବ୍ଲୁଫ୍ଲାଗ ବିଚରେ ହୋଇଥିଲା ସ୍ବତନ୍ତ୍ର ଆୟୋଜନ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ତମାମ ବିଧାୟକ ଓ ମନ୍ତ୍ରୀ ମଧ୍ୟ ନୌସେନାର ପରକ୍ରମକୁ ଉପଭୋଗ କରିଥିଲେ । ନୌସେନା ଦିବସରେ ଶ୍ରୀକ୍ଷେତ୍ରରେ ନିଜ ପରାକ୍ରମ ଦେଖାଇଥିଲା ମାର୍କୋସ କମାଣ୍ଡୋ । ପୁରୀ ସମୁଦ୍ର ଓ ବେଳାଭୂମିରେ ପ୍ରାୟ ୪ ଟ୍ୟାଙ୍କ, ୧୫ ଯୁଦ୍ଧ ଜାହାଜ, ୩୦ଟି ଯୁଦ୍ଧ ହେଲିକପ୍ଟର, ୫ଟି ଯୁଦ୍ଧ ବିମାନ, ୫ଟି ଜେଟ୍ ଯୁଦ୍ଧ କୌଶଳ ପ୍ରଦର୍ଶନ କରିଥିଲେ। କାର୍ଯ୍ୟକ୍ରମ ଶେଷରେ ଲେଜର ସୋ ଓ ଡ୍ରୋନ ସୋ ଅନ୍ୟତମ ଆକର୍ଷଣ ପାଲଟିଥିଲା । ଏହି ଅବସରରେ ଚେତକ ଓ ସି-କିଙ୍ଗ ହେଲିକପ୍ଟର ଦେଖାଇଥିଲେ ରଣ କୌଶଳ । ଯୁଦ୍ଧ ଜାହାଜରେ ହେଲିକପ୍ଟର ଅବତରଣର ଦୃଶ୍ୟ ସହ ହେଲିକପ୍ଟରରେ ସନ୍ଧାନ ଓ ଉଦ୍ଧାର ଦୃଶ୍ୟ ମଧ୍ୟ ନିଆରା ରହିଥିଲା । ପୁରୀ ସମୁଦ୍ର ବାଲିରେ ଗର୍ଜନ କରି ଗଡ଼ିଥିଲା ବିଏମପି ଟ୍ୟାଙ୍କ । ଏହିସବୁ ଟ୍ୟାଙ୍କର ବେଗ ଥିଲା ଘଣ୍ଟାପ୍ରତି ୬୫ କିଲୋମିଟର । ଥରକେ ୪୫୦ କିଲୋମିଟର ଯିବାର କ୍ଷମତା ସମ୍ପନ୍ନ ଏହି ଟ୍ୟାଙ୍କର ପ୍ରଦର୍ଶନ ଦର୍ଶକକୁ ବେଶ ଆକର୍ଷିତ କରିଥିଲା । ୪ କିଲୋମିଟର ମଧ୍ୟରେ ଶତ୍ରୁକୁ ନିପାତ କରିବାରେ ସକ୍ଷମ ଏହିସବୁ ଟ୍ୟାଙ୍କ । ମାର୍କୋସ କମାଣ୍ଡୋଙ୍କ କଳା କୌଶଳ ସାଙ୍ଗକୁ ଆକାଶରେ ଯୁଦ୍ଧ ବିମାନରୁ ନିଆଁ ବର୍ଷାର ଦୃଶ୍ୟ ଥିଲା ନିଆରା । ମିଗ୍-୨୯କେ ବିମାନ ଓ ଯୁଦ୍ଧ ଜାହାଜରୁ ଆଣ୍ଟି ସବମରିନ ରକେଟ୍ ଫାୟାରିଂ ବି ବେଶ ଆକର୍ଷଣୀୟ ଥିଲା । ସମୁଦ୍ରରେ ବୋମାବର୍ଷାର ଦୃଶ୍ୟ ବି ଦେଖିଥିଲେ ଦର୍ଶକ ।

Tags: navy daypuri
ShareTweetShareSend
Sanchar Live

Sanchar Live

Next Post
ରାଜ୍ଯପାଳଙ୍କୁ ଭେଟି ସରକାର ଗଠନ ଲାଗି ଦାବି କଲେ ଫଡନବିସ

ରାଜ୍ଯପାଳଙ୍କୁ ଭେଟି ସରକାର ଗଠନ ଲାଗି ଦାବି କଲେ ଫଡନବିସ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.