Wednesday, June 25, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି

Sanchar Live by Sanchar Live
April 20, 2025
in ଓଡିଶା
0
ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି

Oplus_131072

0
SHARES
4
VIEWS
FacebookTwitter

ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ହେବ। ଏଥିପାଇଁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ସମୟରେ ଦର୍ଶନରେ କଟକଣା ରହିବ ଏବଂ ନୀତିକାନ୍ତି ପରେ ମହାପ୍ରଭୁଙ୍କ ଦର୍ଶନ ଆରମ୍ଭ ହେବ । ତେବେ ଠାକୁରଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ହେଉଥିବା ସେବାୟତମାନେ କହନ୍ତି ।

ଏହାସହ ଆସନ୍ତା ୨୩ ତାରିଖ ଅର୍ଥାତ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୧ ରୁ ୨୪ ତାରିଖ ପର୍ଯ୍ୟନ୍ତ ୪ ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର‌୍ୟ୍ୟ ବନ୍ଦ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

Tags: jayjaganathpaitalagipuri
ShareTweetShareSend
Sanchar Live

Sanchar Live

Next Post
ଡେଲାଙ୍ଗ ରତନପୁର ଗାଁର ୧୧ବର୍ଷର ନାବାଳକ ନିଖୋଜ ଘଟଣା : ରାସ୍ତାରେ ଟାୟାର ଜାଳି ପ୍ରତିବାଦ

ଡେଲାଙ୍ଗ ରତନପୁର ଗାଁର ୧୧ବର୍ଷର ନାବାଳକ ନିଖୋଜ ଘଟଣା : ରାସ୍ତାରେ ଟାୟାର ଜାଳି ପ୍ରତିବାଦ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ; କାଲି ନବଯୌବନ ବେଶ
  • ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି: ୨ହଜାର କମିଲା ସୁନା ଦର
  • ଦୁଷ୍କର୍ମ ଅଭିଯୋଗରେ ବିଜେପି ନେତା ଭବାନୀ ଶଙ୍କର ଦାସ ଗିରଫ
  • ଡାଇରିଆ କଟକଣା ପରେ ଆଜିଠୁ ଯାଜପୁରରେ ଖୋଲିଲା ସ୍କୁଲ
  • ସ୍ଥିତିରେ ସୁଧାର ଆସିବା ପରେ ଏୟାର ଇଣ୍ଡିଆ ପକ୍ଷରୁ ନୂଆ ଘୋଷଣା

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.