Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନୂଆବର୍ଷରେ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

Sanchar Live by Sanchar Live
December 28, 2024
in ଓଡିଶା
0
ନୂଆବର୍ଷରେ ଶ୍ରୀମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ନୂଆବର୍ଷରେ ଶ୍ରୀମନ୍ଦିରରେ‌ ପ୍ରବଳ ଭକ୍ତଙ୍କ ସମାଗମ ହେବାର ଆଶଙ୍କା ରହିଛି । ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଡିସେମ୍ବର ୩୧ ଓ ଜାନୁଆରୀ ୧ ତାରିଖରେ ନୀତିକାନ୍ତି ଶୃଙ୍ଖଳିତ ନେଇ ସେବାୟତ ମାନଙ୍କ ସହ କରାଯାଇଛି ଆଲୋଚନା l ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ପ୍ରବେଶ ଓ ପ୍ରସ୍ଥାନ ଉପରେ ନିଷ୍ପତ୍ତି ନିଆଯିବ । ଶ୍ରୀଜଗନ୍ନାଥ ମନ୍ଦିର ଆଇନ ଅନୁଯାଇ ନାଟ ମଣ୍ଡପ ନିକଟରେ ହୁଣ୍ଡି ସ୍ଥାନାନ୍ତରଣ କରାଯିବ l ରାଜ୍ୟସରକାରଙ୍କ ଚୂଡାନ୍ତ ନିଷ୍ପତି ପରେ ହୁଣ୍ଡିକୁ ସ୍ଥାନାନ୍ତରଣ କରାଯିବ l ଭକ୍ତଙ୍କ ଭିଡ଼କୁ ଆଖି ଆଗରେ ରଖି ଧାଡି ଦର୍ଶନକୁ ସ୍ଥଗିତ ରଖାଯାଇଥିବା ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

Tags: new yearpuri
ShareTweetShareSend
Sanchar Live

Sanchar Live

Next Post
କାହିଁକି ଚାପଗ୍ରସ୍ତ ରହିଥାନ୍ତି ଯୁବପିଢ଼ି ? ଜାଣନ୍ତୁ କଣ ରହିଛି ସମାଧାନର ବାଟ

କାହିଁକି ଚାପଗ୍ରସ୍ତ ରହିଥାନ୍ତି ଯୁବପିଢ଼ି ? ଜାଣନ୍ତୁ କଣ ରହିଛି ସମାଧାନର ବାଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.