Tuesday, March 3, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଖରାଦିନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

Sanchar Live by Sanchar Live
January 22, 2025
in ଓଡିଶା
0
ଖରାଦିନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଖରାଦିନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କରାଯାଇଛି ବ୍ୟାପକ ବ୍ୟବସ୍ଥା l ଶ୍ରୀମନ୍ଦିର ଭିତରେ RO ପ୍ଲାଣ୍ଟ ସ୍ଥାପନ କରାଯାଇ ୫୦ଟି ସ୍ଥାନରେ ଲଗାଯିବ ପାନୀୟ ଜଳ ଷ୍ଟାଣ୍ଡ ପୋଷ୍ଟ l ଭକ୍ତଙ୍କୁ ପର୍ଯ୍ୟାପ୍ତ ପାନୀୟ ଜଳ ଯୋଗାଣ ନେଇ ବିଭାଗୀୟ ଅଧିକାରୀଙ୍କ ସହ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକଙ୍କ ଆଲୋଚନା କରାଯାଇଛି l ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ବୈଠକରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ଉପମୁଖ୍ୟପ୍ରଶାସକ l ରତ୍ନଭଣ୍ଡାର ମରାମତି ପାଇଁ ଦିନକୁ ୫ ରୁ ୬ ଘଣ୍ଟା ସମୟ ପ୍ରଦାନ ନିମନ୍ତେ ସଅଳ ଦ୍ୱାର ପିଠା ନୀତି ନେଇ ସେବାୟତ ମାନଙ୍କ ସହ ଆଲୋଚନା କରାଯାଇଛି l ନିର୍ଦ୍ଧାରିତ ସମୟ ସୀମା ଭିତରେ ମହାପ୍ରଭୁଙ୍କ ଭିତର ରତ୍ନଭଣ୍ଡାର ମରାମତି ସମ୍ପର୍ଣ୍ଣ କରାଯିବ । ଏ ନେଇ ସମସ୍ତଙ୍କ ସହଯୋଗ ଲୋଡ଼ାଯାଇଛି l ଏହି ବୈଠକରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ, ଏଏସଆଇ ଅଧିକାରୀ, ସୁରକ୍ଷା ପ୍ରଶାସକ, ପୂଜାପଣ୍ଡା ନିଯୋଗ, ସୁଆର ମହାସୁଆର ନିଯୋଗ, ପଢିଆରୀ ନିଯୋଗ ସହ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀ ମାନେ ଉପସ୍ଥିତ ଥିଲେ l

Tags: puritemple
ShareTweetShareSend
Sanchar Live

Sanchar Live

Next Post
ପ୍ରଥମ ଟି-୨୦ ଜିତିଲା ଭାରତ

ପ୍ରଥମ ଟି-୨୦ ଜିତିଲା ଭାରତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.