Monday, September 21, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଲଘୁଚାପ ପ୍ରଭାବରେ ଅଶାନ୍ତ ପୁରୀ ସମୁଦ୍ର, ବଡ଼ ବଡ଼ ଉଠୁଛି ଢେଉ

Sanchar Live by Sanchar Live
September 21, 2026
in ଓଡିଶା
0
ଲଘୁଚାପ ପ୍ରଭାବରେ ଅଶାନ୍ତ ପୁରୀ ସମୁଦ୍ର, ବଡ଼ ବଡ଼ ଉଠୁଛି ଢେଉ
0
SHARES
8
VIEWS
FacebookTwitter

ଲଘୁଚାପ ପ୍ରଭାବରେ ଅଶାନ୍ତ ପୁରୀ ସମୁଦ୍ର । ବଡ଼ ବଡ଼ ଢେଉ ଉଠୁଛି । ସକାଳୁ ସକାଳୁ ସହରରେ ଲଗାଣ ବର୍ଷା ଲାଗି ରହିଛି । ବର୍ଷା ସହ ପବନ ମଧ୍ୟ ହେଉଛି । ସମୁଦ୍ର ଅଶାନ୍ତ ରହିବାରୁ ସେପ୍ଟେମ୍ବର ୨୪ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି । ଏହା ସହ ପ୍ରବଳ ବର୍ଷା, ଜଳବନ୍ଦୀ, ବଜ୍ରପାତ, ଭୂସ୍କଳନ ଏବଂ କୃଷି ଓ ଫସଲର କ୍ଷତି ହେବାର ସମ୍ଭାବନା ଥିବାରୁ ଜିଲ୍ଲା ପ୍ରଶାସନ ମାନଙ୍କୁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ଓଡ଼ିଶା ସରକାରଙ୍କ SRC ପକ୍ଷରୁ ସୂଚନା ଦିଆଯାଇଛି ।

Tags: cycloneodishapuri
ShareTweetShareSend
Sanchar Live

Sanchar Live

Next Post
ପାର୍ବଣ ଋତୁରେ ରାଜଧାନୀରେ ଉତ୍ତେଜନା

ପାର୍ବଣ ଋତୁରେ ରାଜଧାନୀରେ ଉତ୍ତେଜନା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପାର୍ବଣ ଋତୁରେ ରାଜଧାନୀରେ ଉତ୍ତେଜନା
  • ଲଘୁଚାପ ପ୍ରଭାବରେ ଅଶାନ୍ତ ପୁରୀ ସମୁଦ୍ର, ବଡ଼ ବଡ଼ ଉଠୁଛି ଢେଉ
  • କାଲିଠୁ କମ୍ପିବ ବିଧାନସଭା
  • ଆଜିଠୁ ବଢ଼ିବ ବର୍ଷାର ପରିମାଣ
  • ସୁପର ଏଲ୍ ନିନୋ ସଙ୍କଟ: ପରିବେଶବିତଙ୍କ ଚେତାବନୀ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.