Wednesday, August 12, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହେବ ଶାରଦୀୟ ପାର୍ବଣର ଶୋଳପୂଜା

Sanchar Live by Sanchar Live
September 14, 2025
in ଓଡିଶା
0
ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହେବ ଶାରଦୀୟ ପାର୍ବଣର ଶୋଳପୂଜା
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ଶ୍ରୀକ୍ଷେତ୍ରରେ ଆଜିଠାରୁ ଆରମ୍ଭ ହେବ ଶାରଦୀୟ ପାର୍ବଣର ଶୋଳପୂଜା । ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ଠାରୁ ଆଶ୍ୱିନ ଶୁକ୍ଳ ନବମୀ ପର୍ଯ୍ୟନ୍ତ ଏହି ପୂଜା ଷୋଡଶ ଦିବସ ବ୍ୟାପି ପାଳିତ ହୁଏ । ଏନେଇ ଗଜପତିଙ୍କ ଶ୍ରୀନହରରେ ଗଜପତିଙ୍କ ରାଜଗୁରୁ ବ୍ରାହ୍ମଣ ମାନଙ୍କୁ ବରଣ କରି ଷୋହଳ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ପୂଜା ନେଇ ଗଜପତି ମହାରାଜାଙ୍କ ଶ୍ରୀହସ୍ତ ଛୁଆଁ ଗୁଆ ନଡିଆ ପ୍ରଦାନ କରିବେ । ଆଜିଠାରୁ ଶ୍ରୀକ୍ଷେତ୍ରରେ ଥିବା ସମସ୍ତ ଶକ୍ତି ପୀଠ ଗୁଡ଼ିକରେ ଏହି ଶୋଳପୂଜା ପାଇଁ ଆଚାର୍ଯ୍ୟ ବରଣ କାର୍ଯ୍ୟ କରାଯିବ । ଏହାସହ ଷୋଳପୂଜାର ବିଧି ଅନୁଯାୟୀ ପୁରୀରେ ଥିବା ଶକ୍ତିପୀଠ ଗୁଡ଼ିକରେ ଚଣ୍ତିପାଠ, ଦୁର୍ଗା ଆରାଧନା ପ୍ରଭୃତି କରାଯିବ। ଅନ୍ୟ ପକ୍ଷରେ ଶ୍ରୀକ୍ଷେତ୍ରର କ୍ଷେତ୍ରାଶ୍ୱରୀ ଭାବେ ଶ୍ରୀମନ୍ଦିରରେ ମା ବିମଳାଙ୍କ ପୀଠରେ ଷୋଡ଼ଶ ପୂଜାବିଧି ଆରମ୍ଭ ହେବ । ଶ୍ରୀମନ୍ଦିର ପରିସରରେ ଥିବା ଭୂବନେଶ୍ୱରୀ, ବଟମଙ୍ଗଳା, ଉତ୍ତରାୟଣୀ ପୀଠ ସହ ଦକ୍ଷିଣ କାଳୀ, ଅଲାମଚଣ୍ତୀ ଓ ପଞ୍ଚମୁଖୀ ପୀଠରେ ମଧ୍ୟ ଶୋଳପୂଜା ଆରମ୍ଭ ହେବ । ସେପଟେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସକାଳ ଧୂପ ବଢ଼ିବା ପରେ ଭଣ୍ଡାର ଘରୁ ମା ଦୁର୍ଗାଙ୍କ ସ୍ବର୍ଣ୍ଣ ପ୍ରତିମା ରତ୍ନ ସିଂହାସନରେ ବିଜେ ହୋଇଥାଏ । ପରେ ମା ସୁଭଦ୍ରାଙ୍କ ଆଜ୍ଞାମାଳ ଦୁର୍ଗାଙ୍କୁ ଲାଗି କରାଯିବା ପରେ ମାଜଣା ମଣ୍ଡପରେ ଠାକୁରାଣୀଙ୍କ ସହସ୍ର କୁମ୍ଭାଭିଷେକ ଅନୁଷ୍ଠିତ ହୋଇଥାଏ । ତେବେ ଶ୍ରୀମନ୍ଦିରରେ ଆଜି ମୂଳାଷ୍ଟମୀ ସହ ସହସ୍ର କୁମ୍ଭାଭିଷେକ ନୀତି ଅନୁଷ୍ଠିତ ହେବା ସହ ଦୁର୍ଗାମାଧବ ଉପାସନା ପାଳିତ କରାଯିବ।

Tags: durga pujapuri
ShareTweetShareSend
Sanchar Live

Sanchar Live

Next Post
ବିହାର ସ୍ଵତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରସଙ୍ଗ : ସୁପ୍ରିମକୋର୍ଟରେ ECIଙ୍କ ସତ୍ୟପାଠ

ବିହାର ସ୍ଵତନ୍ତ୍ର ଭୋଟର ତାଲିକା ସଂଶୋଧନ ପ୍ରସଙ୍ଗ : ସୁପ୍ରିମକୋର୍ଟରେ ECIଙ୍କ ସତ୍ୟପାଠ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଯଦି ଆପଣଙ୍କ ଗାଡିର ବୀମା ନାହିଁ, ତେବେ ତୁରନ୍ତ କରାଇ ନିଅନ୍ତୁ…
  • ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଅନୁଷ୍ଠିତ ହେବ ଚିତାଲାଗି ନୀତି
  • ଆଜିଠୁ ଲଘୁଚାପ: ପୁଣି ରାଜ୍ୟରେ ବଡ଼ ବର୍ଷା
  • ଆଜି ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଘରୁ ବାହାରିବା ପୂର୍ବରୁ ସତର୍କ ରୁହନ୍ତୁ….
  • ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ୱାନ ଏକ୍ ଭାରତ ଓ ଶ୍ରେଷ୍ଠ ଭାରତ ସଂକଳ୍ପକୁ ସଫଳ କରିବା ଆମର ଲକ୍ଷ୍ୟ: ଜଗନ୍ନାଥ ପ୍ରଧାନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.