Thursday, March 5, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଚଳିତ ବର୍ଷ ପାଇଁ ୫ଟି ପଞ୍ଜିକାକୁ ସ୍ବୀକୃତି

Sanchar Live by Sanchar Live
February 11, 2025
in ଓଡିଶା
0
ଚଳିତ ବର୍ଷ ପାଇଁ ୫ଟି ପଞ୍ଜିକାକୁ ସ୍ବୀକୃତି
0
SHARES
23
VIEWS
FacebookTwitter

ଶ୍ରୀମନ୍ଦିର ଚଳିତ ବର୍ଷ ପାଇଁ ୫ଟି ପଞ୍ଜିକାକୁ ସ୍ବୀକୃତି ଦେଇଛି । ଆଜି ପଞ୍ଜିକା ସମୀକରଣ ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀ । ସ୍ବୀକତିପ୍ରାପ୍ତ ପଞ୍ଜିକାଗୁଡିକ ହେଲେ ରାଧାରମଣ, କୋହିନୁର, ଅରୁଣୋଦୟ, ଜି.ଏନ ତ୍ରିପାଠୀ ଓ ଭାଗ୍ଯଦୀପ ପଞ୍ଜିକା । ଆଜି ବୈଠକକୁ ୮ଟି ପଞ୍ଜିକା ପ୍ରଶାସକଙ୍କୁ ନିମନ୍ତ୍ରଣ କରାଯାଇଥିଲା । ହେଲେ ସେଥିରୁ ୫ଟିକୁ ଶ୍ରୀମନ୍ଦିର ସ୍ବୀକୃତି ଦେଇଛି । ଏହାସହ ବୈଠକରେ ଶ୍ରୀମନ୍ଦିର ବାର୍ଷିକ ପର୍ବପର୍ବାଣୀ ମଧ୍ଯ ଅନୁମୋଦିତ ହୋଇଛି । ୨୦୨୫-୨୬ ବର୍ଷ ପାଇଁ ପଞ୍ଜିକା ସମୀକରଣ ବୈଠକ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଅଧ୍ଯକ୍ଷତାରେ ଅନୁଷ୍ଠିତ ହୋଇଥିଲା । ବିଭିନ୍ନ ପଞ୍ଜିକାରେ ତ୍ରୁଟିକୁ ନେଇ ବିଗତ ଦିନରେ ଅନେକ ବିବାଦ ଦେଖାଦେଇଥିଲା । ଏହାର ସମାଧାନ ଲାଗି ଏହି ବୈଠକ ଡକାଯାଇଥିଲା । ଏହି ବୈଠକରେ ଶ୍ରୀମନ୍ଦିର ନୀତି ପ୍ରଶାସକ, ଉନ୍ନୟନ ପ୍ରଶାସକ, ପଞ୍ଜିକାର ମାନଙ୍କ ସମେତ ପୂଜାପଣ୍ଡା ନିଯୋଗ ଓ ମୁକ୍ତିମଣ୍ଡପ ସଦସ୍ୟ ଉପସ୍ଥିତ ଥିଲେ ।

Tags: panjipurisrimandir
ShareTweetShareSend
Sanchar Live

Sanchar Live

Next Post
ସୁଭଦ୍ରା ଯୋଜନାକୁ ନେଇ ବଡ଼ କଥା କହିଲେ ଉପମୁଖ୍ୟମନ୍ତ୍ରୀ

ମାର୍ଚ୍ଚ ୮ ତାରିଖ ପୂର୍ବରୁ କୋଟିଏ ଛୁଇଁବ ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ସଂଖ୍ୟା : ପ୍ରଭାତୀ ପରିଡା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.