Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଅପରାଧ

ପୁରୀରେ ଦୁର୍ବୁତ୍ତଙ୍କ ଆତଙ୍କରାଜ : ଭାଇରାଲ ହେଉଛି ଭିଡିଓ

Sanchar Live by Sanchar Live
April 29, 2025
in ଅପରାଧ
0
0
SHARES
58
VIEWS
Facebook
Twitter

Related posts

ଏମିତି ଜ୍ୱାଇଁ କାହାକୁ ନମିଳୁ…

ଏମିତି ଜ୍ୱାଇଁ କାହାକୁ ନମିଳୁ…

November 6, 2026
ଗୋଷ୍ଠୀ ସଂଘର୍ଷରୁ ଜେସିବି କଣ୍ଟ୍ରାକ୍ଟରଙ୍କୁ ଗୁଳି କରି ହତ୍ୟା

ଗୋଷ୍ଠୀ ସଂଘର୍ଷରୁ ଜେସିବି କଣ୍ଟ୍ରାକ୍ଟରଙ୍କୁ ଗୁଳି କରି ହତ୍ୟା

November 5, 2026

ସଂଚାର ବ୍ୟୁରୋ: ପୁରୀରେ ଦୁର୍ବୁତ୍ତଙ୍କ ଆତଙ୍କରାଜ । ମାରଣାସ୍ତ୍ର ଧରି ଲୋକଙ୍କୁ ଭୟଭୀତ କରିବାର ଦୃଶ୍ୟ ସିସିଟିଭିରେ କଏଦ୍ ହୋଇଛି । ଦିନ ଦ୍ୱିପ୍ରହରରେ ୪ରୁ ୫ ଜଣ ଯୁବକ ହାତରେ ଖଣ୍ଡା ଓ ବନ୍ଧୁକ ଧରି ଲୋକଙ୍କୁ ଭୟଭୀତ କରୁଛନ୍ତି । ପୁରୀ ବଳିଆପଣ୍ଡା ଥାନା ବିର୍ଲା ଛକଠାରୁ ହୋଟେଲ୍ ବ୍ଲୁ ଲିଲି ମଧ୍ୟରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି । ଖୁଲମଖୁଲା ଦୁର୍ବୁତ୍ତମାନେ ମାରଣାସ୍ତ୍ର ଧରି ସ୍ଥାନୀୟ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି କରାଇବା ସହ ଅନେକ ହୋଟେଲରୁ ବଟି ଆଦାୟ କରୁଛନ୍ତି । ଟ୍ରାଭେଲ୍ ଏଜେନ୍ସି ନେବା ପାଇଁ ଏଭଳି ଅପଚେଷ୍ଟା କରୁଥିବା ଅଭିଯୋଗ ହୋଇଛି । ବଳିଆପଣ୍ଡା ଅଞ୍ଚଳରେ ପ୍ରବଳ ମାତ୍ରାରେ ପର୍ଯ୍ୟଟକଙ୍କ ପାଇଁ ହୋଟେଲ୍ ଗଢି ଉଠିଥିବା ବେଳେ ହୋଟେଲରୁ ବଟି ଆଦାୟ ପାଇଁ ଦୁର୍ବୁତ୍ତମାନେ ମାରଣାସ୍ତ୍ର ଧରି ଭୟଭୀତ କରାଉଛନ୍ତି ବୋଲି ଅଭିଯୋଗ ହେଉଛି । ବଳିଆପଣ୍ଡା ଅଞ୍ଚଳରେ ପର୍ଯ୍ୟଟକମାନେ ବିଭିନ୍ନ ହୋଟେଲରେ ରହୁଥିବା ବେଳେ ଅଧିକାଂଶ ସମୟରେ ସେମାନେ ଲୁଟର ଶିକାର ହେବାର ନଜରକୁ ଆସିଛି । ଦୁର୍ବୃତ୍ତଙ୍କୁ ଧରିବାକୁ
ଲୋକମାନେ ଦାବି କରିଛନ୍ତି ।

Tags: crimepuriviral video

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଓଡ଼ିଶାରେ ପ୍ରଥମ! ଝାରସୁଗୁଡ଼ାରେ ଆରମ୍ଭ ହେଲା ‘ଅଭୟା’, ମହିଳାଙ୍କ ପାଇଁ ସରକାରୀ ଅଫିସରେ ମିଳିବ ସାନିଟାରୀ ପ୍ୟାଡ୍
  • ଦ୍ୱିତୀୟ ଦିନିକିଆ ପୂର୍ବରୁ ବଡ଼ ପଡିଲେ ଏହି ଖେଳାଳି
  • ଏମିତି ଜ୍ୱାଇଁ କାହାକୁ ନମିଳୁ…

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.