Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜଧାନୀର ୭ଟି ପୂଜା ମଣ୍ଡପକୁ ରାବଣ ପୋଡି ପାଇଁ ମିଳିଲା ଅନୁମତି

Sanchar Live by Sanchar Live
October 13, 2024
in ଓଡିଶା
0
ରାଜଧାନୀର ୭ଟି ପୂଜା ମଣ୍ଡପକୁ ରାବଣ ପୋଡି ପାଇଁ ମିଳିଲା ଅନୁମତି
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜଧାନୀର ୭ଟି ପୂଜା ମଣ୍ଡପକୁ ରାବଣ ପୋଡି ପାଇଁ ମିଳିଲା ଅନୁମତି । ଭୁବନେଶ୍ୱରର ଝାରପଡା, ବରମୁଣ୍ଡା, ନହରକଣ୍ଟା, କୋରଡ଼କଣ୍ଟା, ବାଙ୍କୁଆଳ, କିଟ୍‌ ରୋଡ଼, ଇନଫୋ ଭ୍ୟାଲି ଥାନା ଗୋପାଳପୁରରେ ହେବ ରାବଣପୋଡ଼ି । ପ୍ରଶାସନର ସମସ୍ତ ନିୟମ ମାନି ରାବଣ ପୋଡି କରିବାକୁ ପୂଜା କମିଟି ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ରାବଣ ପୋଡ଼ି ହେବା ସମୟରେ ୧୦୦ ମିଟର ଦୂରରୁ ରହି ଦେଖିବାକୁ ଭକ୍ତଙ୍କୁ ଅନୁମତି ଦିଆଯାଇଛି । ଅନୁମତି ମିଳିଥିବା ସମସ୍ତ ରାବଣ ପୋଡି ସ୍ଥାନରେ ଗୋଟିଏ ଲେଖାଏ ଅଗ୍ନିଶମ ଗାଡ଼ି ସହ ଟିମ୍‌ ନିୟୋଜିତ ରହିବେ । ଏହା ସହ ଅଗ୍ନିନିର୍ବାପକ ଯନ୍ତ୍ର ରଖିବାକୁ ପ୍ରଶାସନ ପକ୍ଷରୁ କୁହାଯାଇଛି । ସ୍କୁଲ, କଲେଜ, ମନ୍ଦିର ଏବଂ ବାସସ୍ଥାନ ଠାରୁ ୨୫୦ ମିଟର ଦୂରରେ ରାବଣ ପୋଡି କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

Tags: durga pujaRavanpodi
ShareTweetShareSend
Sanchar Live

Sanchar Live

Next Post
ପୁଞ୍ଜି ବିନିଯୋଗ ନେଇ ସକାରାତ୍ମକ ଆଲୋଚନା ହୋଇଛି : ମୁଖ୍ଯମନ୍ତ୍ରୀ

ନିଜ ଗାଁ ରାଇକଳାରେ ମୁଖ୍ଯମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.