Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home Uncategorized

ମହାପ୍ରଭୁଙ୍କୁ ଦର୍ଶନ କଲେ ରଘୁବର ଦାସ

Sanchar Live by Sanchar Live
December 25, 2024
in Uncategorized
0
ମହାପ୍ରଭୁଙ୍କୁ ଦର୍ଶନ କଲେ ରଘୁବର ଦାସ
0
SHARES
7
VIEWS
FacebookTwitter

ପୁରୀ : ଗତକାଲି ହଠାତ୍‌ ରାଜ୍ୟପାଳ ପଦରୁ ଇସ୍ତଫା ଦେଇଥିବା ରଘୁବର ଦାସ ଆଜି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି । ଓଡ଼ିଶାବାସୀଙ୍କ ସେବା କରିବାର ସୁଯୋଗ ପାଇଥିବାରୁ ସେ ନିଜକୁ ଭାଗ୍ୟବାନ ମନେ କରିଛନ୍ତି।

ଗତକାଲି ହଠାତ୍‌ ରଘୁବର ଦାସ ଇସ୍ତଫା ଦେବା ଘଟଣାକୁ ନେଇ ରାଜ୍ୟ ରାଜନୀତି ଜୋର ଧରିଲା। ଆଜି ଶ୍ରୀଜିଉଙ୍କ ଦର୍ଶନ ପରେ ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି, ଓଡ଼ିଶାର ଲୋକଙ୍କ ମଧ୍ୟରେ ଥିବା ଉତ୍ସାହକୁ ସଲାମ ଜଣାଉଛି । ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଡବଲ ଇଞ୍ଜିନ ସରକାରରେ ଓଡ଼ିଶା ବିକଶିତ ହେଉଛି। ୨୦୩୬ ବେଳକୁ ଓଡ଼ିଶା ବିକଶିତ ରାଜ୍ୟରେ ପରିଣତ ହେବ ବୋଲି ଆଶା ପ୍ରକଟ କରୁଛି।

ସେହିପରି ନିଜ ଆଗାମୀ ଭୂମିକା କ’ଣ ହେବ ତାହା ଦଳ ନିଷ୍ପତ୍ତି ନେବ ବୋଲି କହିଛନ୍ତି ରଘୁବର ଦାସ। ଏଥିସହ ଦଳ ଯେଉଁ ଦାୟିତ୍ୱ ଦେବ ନିର୍ବାହ କରିବି ବୋଲି ସେ କହିଛନ୍ତି। ୧୯୮୦ ମସିହାରୁ ମୁଁ ଦଳର ସଦସ୍ୟ ଭାବେ କାମ କରି ଆସୁଛି। ତେଣୁ ମୋ’ ଆଗାମୀ ଭୁମିକା କ’ଣ ହେବ ସେ ନିଷ୍ପତ୍ତି ଦଳ ନେବ ବୋଲି ସେ କହିଛନ୍ତି।

ଗତବର୍ଷ ଅକ୍ଟୋବର ୧୮ତାରିଖରେ ରଘୁବରଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଥିଲା। ମାତ୍ର ପୁଅଙ୍କ ବିବାଦୀୟ କାର୍ଯ୍ୟ ପାଇଁ ରଘୁବର ବିବାଦଘେରକୁ ଆସିଥିଲେ। ଜଣେ ଓଡ଼ିଆ ଏଏସଓଙ୍କ ପ୍ରତି ରାଜ୍ୟପାଳଙ୍କ ପୁଅର ଅମାନବୀୟ ଆଚରଣକୁ ନେଇ ରାଜ୍ୟର ବିଜେପି ସରକାରକୁ ବଦନାମ ମୁଣ୍ଡାଇବାକୁ ପଡ଼ିଥିଲା। ଝାଡ଼ଖଣ୍ଡରେ ବିଜେପିର ପରାଜୟ ପଛରେ ରଘୁବର ଦାସ ଓ ଅନ୍ୟ ଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ମୂଳକାରଣ ବୋଲି ଚର୍ଚ୍ଚା ଜୋର ଧରିଥିଲା। ତେବେ ତାଙ୍କ ଇସ୍ତଫା ଦେବା ପଛର ପ୍ରକୃତ କାରଣ ଜଣାପଡ଼ିନି।

ରଘୁବର ଦାସଙ୍କ ଇସ୍ତଫା ଦେଇ ସାରିଥିବା ବେଳେ ଓଡ଼ିଶାର ନୂଆ ରାଜ୍ୟପାଳ ହେବେ ଡଃ ହରିବାବୁ କମ୍ଭାମପତି। ମିଜେରାମର ରାଜ୍ୟପାଳ ଭାବେ କାର୍ଯ୍ୟରତ ଡଃ କମ୍ଭାମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ମିଳିଛି।

୧୯୫୩ ମସିହା ଜୁନ୍ ୧୫ତାରିଖରେ ଆନ୍ଧ୍ରପ୍ରଦେଶର ପ୍ରକାଶମ୍ ଜିଲ୍ଲାର ଟିମାସମୁଦ୍ରମ ଗାଁରେ ଜନ୍ମିତ କମ୍ଭାମପତି ଆନ୍ଧ୍ରପ୍ରଦେଶ ବିଶ୍ୱବିଦ୍ୟାଳୟରୁ ଇଲେକ୍ଟ୍ରିକାଲ ଆଣ୍ଡ କଂଟ୍ରୋଲ ସିଷ୍ଟମରେ ମାଷ୍ଟର ଡିଗ୍ରୀ ଓ କଂଟ୍ରୋଲ ସିଷ୍ଟମରେ ଡକ୍ଟରେଟ ଡିଗ୍ରୀ ହାସଲ କରିଛନ୍ତି। ସେ ଆନ୍ଧ୍ରପ୍ରଦେଶ ୟୁନିର୍ଭସିଟି ଇଞ୍ଜିନିୟରିଂ କଲେଜରେ ୨୪ବର୍ଷ ଧରି ଆସୋସିଏଟ୍ ପ୍ରଫେସର ଭାବେ କାର୍ଯ୍ୟ କରିଥିଲେ।

Tags: mahaorabhupuri
ShareTweetShareSend
Sanchar Live

Sanchar Live

Next Post
୫ରେ ଆଉ ଏକ ଘୂର୍ଣ୍ଣିବଳୟ, ଜାଣନ୍ତୁ ଓଡିଶା ଉପରେ କଣ ରହିବ ପ୍ରଭାବ

୨୭ ତାରିଖ ସକାଳ ପର୍ଯ୍ୟନ୍ତ ଜାରି ରହିବ ବର୍ଷା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ନାଲକୋ ଅଫିସରେ ସିବିଆଇ ରେଡ
  • ଜେରା ସମୟରେ ସତ ମାନୁନାହାନ୍ତି ବାବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ
  • ପୋଲିସ ଏସଆଇ ଚାକିରିରେ ଜାଲିଆତି ଅଭିଯୋଗ
  • ଆଜି ଆସିପାରେ ବିହାରର ଚୂଡ଼ାନ୍ତ ଭୋଟର ତାଲିକା
  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.