Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟରେ ୪ ଯାଏଁ ବର୍ଷା ସମ୍ଭାବନା

Sanchar Live by Sanchar Live
April 2, 2025
in ଓଡିଶା
0
ରାଜ୍ୟରେ ୪ ଯାଏଁ ବର୍ଷା ସମ୍ଭାବନା
0
SHARES
16
VIEWS
FacebookTwitter

ରାଜ୍ୟରେ ଆହୁରି ୩ ଦିନ ବର୍ଷା ସମ୍ଭାବନା। ଆଗାମୀ ୩ ଦିନରେ ଆଭ୍ୟନ୍ତରୀଣ ଓଡ଼ିଶାରେ ୧ ରୁ ୨ ଡିଗ୍ରୀ ତାପମାତ୍ରା କମିବ । ଏଥି  ସହ ରାଜ୍ୟରେ ଆଗାମୀ ୪ ତାରିଖ ଯାଏ ବର୍ଷା ସମ୍ଭାବନା ଦେଇଛି ପାଣିପାଗ ବିଭାଗ। ବର୍ଷା ପାଇଁ ୧୨ ଜିଲ୍ଲାକୁ  ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଜିଲ୍ଲା ଗୁଡ଼ିକ ହେଲା  ନୂଆପଡ଼ା, ସୋନପୁର ,ବୌଦ୍ଧ, ଅନୁଗୁଳ, ସମ୍ବଲପୁର , ଦେଓଗଡ,  ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ,ମୟୁରଭଞ୍ଜ, କେକେନ୍ଦୁଝର ଓ ବଲାଙ୍ଗୀର ।  ଏହି ସମୟରେ ୩୦ ରୁ ୪୦ ଡିଗ୍ରୀ ପବନ ବହିବା ର ସମ୍ଭାବନା ରହିଛି।

ସେହିପରି ଗୁରୁବାର ମାଲକାନଗିରି,କୋରାପୁଟ,ନବରଙ୍ଗପୁର,ନୂଆପଡା, କଳାହାଣ୍ଡି, କନ୍ଧମାଳ, ରାୟଗଡା, ବଲାଙ୍ଗୀର ସୋନପୁର ବରଗଡ଼ ସମ୍ବଲପୁର ଝାରସୁଗୁଡା ସୁନ୍ଦରଗଡ କେନ୍ଦୁଝଗର ଓ ମୟୁରଭଞ୍ଜ ଏହି ୧୫  ଜିଲାକୁ ୟେଲୋ ୱାର୍ଣୀଙ୍ଗ ଜାରି କରାଯାଇଛି । ବିଜୁଳି ଘଡଘଡି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ୪୦ ରୁ ୫୦ କିମି ବେଗରେ ରେ ପବନ ବହିବା ର ସମ୍ଭାବନା ରହିଛି ।

ସେହିପରି ୪ ତାରିଖରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ୪୦ ରୁ ୫୦ କିମି ପବନ ବହିବ। ଉପକୂଳ ଓଡ଼ିଶାରେ ବିଶେଷ କରି ବର୍ଷାର ପ୍ରଭାବ ରହିବ। ମାଲକାନଗିରି, କୋରାପୁଟ, ରାୟଗଡା, ଗଂଜାମ ,ଗଜପତି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ,  କେନ୍ଦୁଝର,  ମୟୁରଭଞ୍ଜ , ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୟାଗଡ, ଖୋର୍ଦ୍ଧା ଓ ପୁରୀ ଏହି ୨୦ ଜିଲ୍ଲାକୁ ୟେଲୋ ଓ୍ବାଣ୍ଣିଂ ଜାରି କରିଛି  ପାଣିପାଗ ବିଭାଗ

Tags: odisharainwrather report
ShareTweetShareSend
Sanchar Live

Sanchar Live

Next Post
ଏପ୍ରିଲରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ…

ଏପ୍ରିଲରେ ୧୬ ଦିନ ବନ୍ଦ ରହିବ ବ୍ୟାଙ୍କ…

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.