Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦୁର୍ଗାପୂଜାକୁ ଭିଜାଇବ ବର୍ଷା

Sanchar Live by Sanchar Live
September 17, 2025
in ଓଡିଶା
0
ଦୁର୍ଗାପୂଜାକୁ ଭିଜାଇବ ବର୍ଷା
0
SHARES
39
VIEWS
FacebookTwitter

ଦୁର୍ଗାପୂଜାକୁ ଭିଜାଇବ ବର୍ଷା । ସୃଷ୍ଟି ହୋଇପାରେ ଲଘୁଚାପ। ଆସନ୍ତା ୨୫ ଓ ୨୬ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ଅଛି । ଏହା ଘନୀଭୂତ ହୋଇ ଅବପାତ ରୂପ ନେବ। ଏହାର ପ୍ରଭାବରେ ୨୭ ଓ ୨୮ ତାରିଖରେ ବର୍ଷା ହେବ। ୨୯ ତାରିଖରେ ବି ବର୍ଷା ହୋଇପାରେ । ବରିଷ୍ଠ ପାଣିପାଗ ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ଏହି ପୂର୍ବାନୁମାନ କରିଛନ୍ତି ।

୨୫ ବା ୨୬ ତାରିଖରେ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ବିଭିନ୍ନ ମଡେଲ ଆକଳନ କରିଛନ୍ତି । ୨୬ ତାରିଖରୁ ରାଜ୍ୟରେ ପାଗ ବଦଳିବ। ୨୭ ଓ ୨୮ ତାରିଖ ରାଜ୍ୟର ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ । ଦକ୍ଷିଣ ଓଡ଼ିଶାରେ ଭାରୀ ବର୍ଷା ହୋଇପାରେ । ଅନ୍ୟ କିଛି ସ୍ଥାନରେ ବି ଭାରୀ ବର୍ଷା ହୋଇପାରେ।
୨୮ ତାରିଖ ହେଉଛି ଦଶହରାର ଷଷ୍ଠୀ ପୂଜା। ଷଷ୍ଠୀ ଓ ସପ୍ତମୀ ପୂଜା ସମୟରେ ବର୍ଷା ହୋଇପାରେ ବୋଲି ସେ ପୂର୍ବାନୁମାନ କରିଛନ୍ତି । ସୃଷ୍ଟି ହୋଇଥିବା ଲଘୁଚାପ ୨୯ ତାରିଖ ବେଳକୁ ପଶ୍ଚିମ ଓଡ଼ିଶା ଦେଇ ଛତିଶଗଡ଼ ଓ ପରେ ନାଗପୁର ଆଡ଼କୁ ଯିବ। ୨୯ରେ ବର୍ଷା ଆଶଙ୍କା ଅଛି। ୩୦ ତାରିଖ ପରେ ପାଗ ଶୁଖିଲା ରହିବ। ଏହା ପ୍ରାଥମିକ ଆକଳନ। ୨୧ ତାରିଖ ବେଳକୁ ଠିକ୍‌ ଆକଳନ କରିହେବ ବୋଲି ସେ କହିଛନ୍ତି ।

ଆସନ୍ତା ୧୭ ତାରିଖ ଆଭ୍ୟନ୍ତରୀଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୧୮ ତାରିଖରେ ମଧ୍ୟ ରାଜ୍ୟର ବିକ୍ଷିପ୍ତ ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରୁଆ ଧାନରେ ଶୀଘ୍ର ଶୀର୍ଷ ଯବକ୍ଷାରଜାନ ପ୍ରୟୋଗ କରିବାକୁ ପ୍ରଫେସର ପଶୁପାଳକ ପରାମର୍ଶ ଦେଇଛନ୍ତି । ସାର ନ ପକାଇଲେ ଗଛର ଅଭିବୃଦ୍ଧି କମିଯିବ । ୨୯ ତାରିଖ ପରେ ବର୍ଷାକୁ ଦେଖି ଦ୍ୱିତୀୟ ଶୀର୍ଷ ସାର ପ୍ରୟୋଗ କରିବାକୁ ସେ ପରାମର୍ଶ ଦେଇଛନ୍ତି ।

Tags: durga pujaodisharain
ShareTweetShareSend
Sanchar Live

Sanchar Live

Next Post
ମାଟିତଳୁ ଉଦ୍ଧାର ହେଲା ମହିଳା ଟ୍ରାଫିକ୍ କନଷ୍ଟେବଲ ଶୁଭମିତ୍ରା ସାହୁଙ୍କ ମୃତଦେହ

ମାଟିତଳୁ ଉଦ୍ଧାର ହେଲା ମହିଳା ଟ୍ରାଫିକ୍ କନଷ୍ଟେବଲ ଶୁଭମିତ୍ରା ସାହୁଙ୍କ ମୃତଦେହ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.