Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Sanchar Live by Sanchar Live
September 6, 2024
in ଓଡିଶା
0
ଆସନ୍ତା ୫ ଦିନ ପ୍ରବଳ ବର୍ଷା
0
SHARES
25
VIEWS
FacebookTwitter

ସଂଚାର ବ୍ୟୁରୋ: ଗଣେଶ ପୂଜାରେ ଭିଜିବ ଉପକୂଳ ଓଡ଼ିଶା । ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର ଓ ଉତ୍ତର-ପଶ୍ଚିମ ମୁହାଁ ଲଘୁଚାପର ଗତି ରହିବ। ପ୍ରଭାବରେ ୯ ତାରିଖ ଯାଏଁ ଲାଗି ରହିବ ବର୍ଷା । ଆସନ୍ତା ୨୪ ଘଣ୍ଟାରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁରରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି।

କିଛି ସ୍ଥାନରେ ୫ ଦିନ ଯାଏ ପ୍ରବଳ ରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଫଳରେ ଏହାର ପ୍ରଭାବରେ ଆସନ୍ତାକାଲି ଦିନ ତମାମ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗିରରେ ପ୍ରବଳ ହେବାର ସମ୍ଭାବନା ରହିଛି । ସେହିପରି ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ମୟୁରଭଂଜରେ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
ପଦ୍ମ ଧରିଲେ ସୁଜିତ କୁମାର

ପଦ୍ମ ଧରିଲେ ସୁଜିତ କୁମାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.