Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦୁଇ ଦିନ ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା

Sanchar Live by Sanchar Live
August 31, 2024
in ଓଡିଶା
0
ଦୁଇ ଦିନ ଦକ୍ଷିଣ ଓଡ଼ିଶାରେ ଭାରି ବର୍ଷା
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଗକୁ ଅବପାତରେ ପରିଣତ ହୋଇପାରେ । ସ୍ପଷ୍ଟ ଚିହ୍ନିତ ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।

ଶନିବାର ଗଜପତି, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ନବରଙ୍ଗପୁରରେ ୭୦ରୁ ୨୦୦ ମିଲିମିଟର ବର୍ଷା ହୋଇପାରେ ।

ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ହେବାର ଆଶଙ୍କା ରହିଛି । ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଏ ସବୁ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ଅଛି । ୧ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ଦୁଇ ଦିନ ଧରି ଅନେକ ଜିଲ୍ଲାରେ ଭୀଷଣରୁ ଅତି ଭୀଷଣ ବର୍ଷା ନେଇ ପାଣିପାଗ କେନ୍ଦ୍ରର ସତର୍କତା ପରେ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍ଆରସି । ଆଗୁଆ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ସେପଟେ ଶୁକ୍ରବାର ମାଲକାନଗିରିର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି । ସର୍ବାଧିକ ୪୮ ମିମି ବର୍ଷା ରେକର୍ଡ କରାଯାଇଛି । ମାଲକାନଗିରି ବିଭିନ୍ନ ତଳିଆ ଅଞ୍ଚଳର ସହ ସ୍କୁଲରେ ପାଣି ଜମିଛି ।

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ କୃଷ୍ଣ ବଳରାମ ବେଶ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.