Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା

Sanchar Live by Sanchar Live
February 19, 2025
in ଓଡିଶା
0
ଗରମରେ ଲାଗିବ ସାମାନ୍ୟ ବ୍ରେକ, ହୋଇପାରେ ବର୍ଷା
0
SHARES
20
VIEWS
FacebookTwitter

ଭୁବନେଶ୍ୱର : ବଦଳିବ ପାଗ । ଆଜିଠୁ ରାଜ୍ୟରେ ବର୍ଷା ସମ୍ଭାବନା । ୧୯ ତାରିଖରୁ ୨୧ ତାରିଖ ଯାଏଁ ଉପକୂଳ ଏବଂ ଉତ୍ତର ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଘୂର୍ଣ୍ଣିବଳୟ ଓ ପଶ୍ଚିମା ଝଡ଼ ପ୍ରଭାବରେ ବର୍ଷା ହେବାର ଅନୁମାନ କରାଯାଇଛି । ଗତକାଲି ମୟୂରଭଞ୍ଜ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା । ଆଜି ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି ।

ସେହିପରି କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ମଧ୍ୟ ହୋଇପାରେ । ଆଜି ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ବର, ଯାଜପୁର, କେନ୍ଦ୍ରାପଡ଼ାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଆଜି ଉତ୍ତର ଓଡ଼ିଶାରେ ବିକ୍ଷିପ୍ତ ହାଲୁକା ବର୍ଷା ଓ ଦକ୍ଷିଣ ଉପକୂଳ ଓଡ଼ିଶାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଗାମୀ ଦୁଇ ଦିନରେ ରାତିର ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ ପର୍ଯ୍ୟନ୍ତ ବୃଦ୍ଧି ହୋଇପାରେ । ଏହା ପରେ ତାପମାତ୍ରା ଓ ପାଗରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।

Tags: odisharainweatherreport
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ଆଇସିସି ଚାମ୍ପିଅନ୍ସ ଟ୍ରଫି : ପାକିସ୍ତାନକୁ ଭେଟିବ ନ୍ୟୁଜିଲାଣ୍ଡ

ଆଜିଠୁ ଆଇସିସି ଚାମ୍ପିଅନ୍ସ ଟ୍ରଫି : ପାକିସ୍ତାନକୁ ଭେଟିବ ନ୍ୟୁଜିଲାଣ୍ଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.