Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ବର୍ଷା ସମ୍ଭାବନା

Sanchar Live by Sanchar Live
April 7, 2025
in ଓଡିଶା
0
ଘୂର୍ଣ୍ଣିବଳୟ ପ୍ରଭାବରେ ଆଜିଠୁ ବର୍ଷା ସମ୍ଭାବନା
0
SHARES
17
VIEWS
FacebookTwitter

ଆଜିଠୁ ଭିଜିବ ଓଡ଼ିଶା । ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଦକ୍ଷିଣପୂର୍ବ ବଙ୍ଗୋପସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳରେ 5.8କିମି ଉଚ୍ଚତା ଯାଏଁ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ 48ଘଣ୍ଟା ମଧ୍ୟରେ ଦକ୍ଷିଣ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ୯ ତାରିଖ ଯାଏ ରାଜ୍ୟରେ ମେଘୁଆ ପାଗ ସହ କିଛି କିଛି ସ୍ଥାନରେ ବର୍ଷା ସମ୍ଭାବନା ରହିଥିବା କହିଛି ପାଣିପାଗ କେନ୍ଦ୍ର । ଆଜି ମାଲକାନଗିରି, କୋରାପୁଟ ଓ ରାୟଗଡାର କାଁଭାଁ ସ୍ଥାନରେ ହାଲ୍କା ଵର୍ଷା ସମ୍ଭାବନା ରହିଛି । କାଲିଠୁ ୯ ତାରିଖ ପର୍ଯ୍ୟନ୍ତ କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ହାଲୁକରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଏହିସବୁ ଜିଲ୍ଲାରେ ୩୦ ରୁ ୪୦ କିମି ବେଗରେ ଝଡ ପବନ ସହ ବର୍ଷା ସମ୍ଭାବନା ରହିଛି ।

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
ସମ୍ପତ୍ତି ପାଇଁ ପତ୍ନୀ, ପୁଅ, ଶାଳୀକୁ ଗୁଳିମାଡ଼ ପରେ କାତିରେ ଆକ୍ରମଣ

ସମ୍ପତ୍ତି ପାଇଁ ପତ୍ନୀ, ପୁଅ, ଶାଳୀକୁ ଗୁଳିମାଡ଼ ପରେ କାତିରେ ଆକ୍ରମଣ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.