Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାତ୍ୟା ପ୍ରଭାବ : ବିଭିନ୍ନ ସ୍ଥାନରେ ଆରମ୍ଭ ହେଲାଣି ବର୍ଷା

Sanchar Live by Sanchar Live
October 24, 2024
in ଓଡିଶା
0
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ନାହିଁ ବଡ ବର୍ଷା
0
SHARES
16
VIEWS
FacebookTwitter

ସଂଚାର ବ୍ୟୁରୋ: ଭୀଷଣ ରୂପରେ ଓଡ଼ିଶା ଉପକୂଳ ମୁହାଁ ହୋଇଛି ବାତ୍ୟା ‘ଦାନା’। ପ୍ରଭାବ ଆଜିଠାରୁ ଅନୁଭୂତ ହୋଇଛି। ଅପରାହ୍ନଠାରୁ ଉପକୂଳ ଓଡ଼ିଶାର ଆକାଶ ମେଘାଚ୍ଛନ୍ନ ହେବା ସହ ତୁହାକୁ ତୁହା ବର୍ଷା ଲାଗିରହିଛି। ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହୁଛି। କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବରରେ ସିଧାସଳଖ ପ୍ରଭାବ ଅନୁଭୂତ ହେଉଥିବା ବେଳେ ସଂଲଗ୍ନ ଜିଲ୍ଲାଗୁଡ଼ିକର ପାଗରେ ମଧ୍ୟ ପରିବର୍ତ୍ତନ ଆସିଛି। ରିପୋର୍ଟ ଲେଖାଯିବା ବେଳକୁ ବାତ୍ୟା ‘ଦାନା’ ପାରାଦୀପଠାରୁ ୩୩୦ କିମି ଦକ୍ଷିଣ-ପୂର୍ବ ଦିଗରେ ଓ ଧାମରା ବନ୍ଦରଠାରୁ ୩୬୦ କିମି ଦକ୍ଷିଣ-ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟା‌ପ୍ରତି ୧୫ କିମି ବେଗରେ ଉପକୂଳ ଆଡ଼କୁ ମାଡ଼ି ଆସୁଛି। ଏହା ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଭୀଷଣ ବାତ୍ୟା ରୂପରେ ୨୪ ତାରିଖ ମଧ୍ୟରାତ୍ରି ଓ ୨୫ ତାରିଖ ଭୋର ସୁଦ୍ଧା ଉପକୂଳ ଛୁଇଁବ। ବର୍ଷା ଓ ପବନର ପ୍ରଭାବ ୧୦ ଜିଲ୍ଲା ଉପରେ ଅନୁଭୂତ ହେବ ବୋଲି ପୂର୍ବାନୁମାନ କରାଯାଇଛି।

ସେପଟେ ବାତ୍ୟା କେଉଁଠି ମାଡ଼ ହେବ ସେନେଇ ଭା‌ରତୀୟ ପାଣିପାଗ ବିଭାଗ ଚିତ୍ର ସ୍ପଷ୍ଟ କରିଛି। କେନ୍ଦ୍ରାପଡ଼ା ଜିଲ୍ଲାର ଭିତରକନିକା ଓ ଭଦ୍ରକ ଜିଲ୍ଲାର ଧାମରା ମଧ୍ୟରେ ଭୀଷଣ ବାତ୍ୟା ରୂପରେ ‘ଦାନା’ ସ୍ଥଳଭାଗ ମଧ୍ୟକୁ ପ୍ରବେଶ କରିବ। ୨୪ ତାରିଖ ମଧ୍ୟରାତ୍ରିରୁ ଲ୍ୟାଣ୍ଡ୍‌ଫଲ୍‌ ପ୍ରକ୍ରିୟା ଆରମ୍ଭ ହେବ, ଯାହାକି ୨୫ ତାରିଖ ସକାଳ ପର୍ଯ୍ୟନ୍ତ ଜାରି ରହିବ। ‘ଦାନା’ ଯେତେବେଳେ ସ୍ଥଳ ଭାଗ ଛୁଇଁବ ସେତେବେଳେ ପବନର ଘଣ୍ଟାପ୍ରତି ବେଗ ୧୦୦ରୁ ୧୨୦ କିମି ରହିଥିବ। ଭୀଷଣ ରୂପରେ ଆସୁଥିବା ‘ଦାନା’ ପ୍ରଭାବରେ ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ ଅତିରୁ ଅତିପ୍ରବଳ ବର୍ଷା ଜାରି ରହିବ। ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଦୁଇ ଦିନ ଅତିପ୍ରବଳ ବର୍ଷା ହେବ। ତେବେ ସମୁଦ୍ର ଜୁଆରର ପ୍ରଭାବ ଉପକୂଳରେ ପଡ଼ିବ। ଓଡ଼ିଶା ଉପକୂଳବର୍ତ୍ତୀ ଜିଲ୍ଲା ଯଥା କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଉପକୂଳରେ ସମୁଦ୍ର ଜୁଆର ୧ରୁ ୨ ମିଟର ଅଧିକ ଉଚ୍ଚ ରହିବ। ଜଗତସିଂହପୁର ଜିଲ୍ଲାରେ ୦.୫ରୁ ୧ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଛି।

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପ୍ରସ୍ତୁତିର ଅଗ୍ରଗତି ସମୀକ୍ଷା, ୧୧ ଜିଲ୍ଲାର ଜିଲ୍ଲାପାଳଙ୍କ ସହିତ ଆଲୋଚନା

ମୁଖ୍ୟମନ୍ତ୍ରୀଙ୍କ ବାତ୍ୟା ପ୍ରସ୍ତୁତିର ଅଗ୍ରଗତି ସମୀକ୍ଷା, ୧୧ ଜିଲ୍ଲାର ଜିଲ୍ଲାପାଳଙ୍କ ସହିତ ଆଲୋଚନା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.