Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ନ୍ୟାୟ ମିଳିଲାନି ବୋଲି.. ଥାନା ଭିତରକୁ ଧସେଇ ପଶିଲେ ଲୋକେ

Sanchar Live by Sanchar Live
March 17, 2025
in ଓଡିଶା
0
ନ୍ୟାୟ ମିଳିଲାନି ବୋଲି.. ଥାନା ଭିତରକୁ ଧସେଇ ପଶିଲେ ଲୋକେ
0
SHARES
10
VIEWS
FacebookTwitter

ଥାନା ଭିତରକୁ ଧସେଇ ପଶିଲେ ଗ୍ରାମବାସୀ । କେନ୍ଦ୍ରାପଡା ଜିଲ୍ଲା ରାଜକନିକା ଥାନା ଖଣ୍ଡେଇତା ଗାଁର ଜଣେ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଥିଲା । ନ୍ୟାୟ ଦାବି କରି ଗ୍ରାମବାସୀମାନେ ଥାନା ପରିସରକୁ ଧସେଇ ପଶିବା ସହିତ ଥାନା ସମ୍ମୁଖରେ ଧାରଣାରେ ବସିଥିଲେ । ଏନେଇ ଥାନା ପରିସରରେ କିଛି ସମୟ ପାଇଁ ଉତ୍ତେଜନା ଲାଗିରହିଥିଲା । ଗତ ୧୦ ତାରିଖ ଦିନ ଖଣ୍ଡେଇତା ଗାଁର ରବିନାରାୟଣ ରାଉତଙ୍କ ପୁଅ ଶ୍ରୀକାନ୍ତ ରାଉତଙ୍କୁ ମୁର୍ମୁଷ ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ଶ୍ରୀକାନ୍ତଙ୍କୁ ରାଜକନିକା ଥାନା ଠାରୁ କିଛି ଦୂରରୁ ଉଦ୍ଧାର କରାଯାଇ ମେଡିଲାରେ ଭର୍ତ୍ତି କରାଯାଇଥିଲା । ପରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା । ଏନେଇ ପରିବାର ଲୋକେ ଶ୍ରୀକାନ୍ତ କାମ କରୁଥିବା ପାଣି ଫ୍ୟାକ୍ଟ୍ରିମାଲିକଙ୍କ ନାମରେ ହତ୍ୟା ଅଭିଯୋଗ ଆଣିଥିଲେ । ହେଲେ ଶ୍ରୀକାନ୍ତଙ୍କ ମୃତ୍ୟୁର ୬ଦିନ ବିତିଯାଇଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିବା ଅଭିଯୋଗ କରିଛନ୍ତି ଗ୍ରାମବାସୀ ଓ ପରିବାର ଲୋକ । ଏନେଇ ପୋଲିସର ପତିକ୍ରିୟା ମିଳିପାରିନାହିଁ।

Tags: policerajakanika
ShareTweetShareSend
Sanchar Live

Sanchar Live

Next Post
ଭିଜିଲାନ୍ସ ଜାଲରେ ଲଖନପୁର ପୂର୍ବତନ ପେସ୍କ ସଂପାଦକ

ଭିଜିଲାନ୍ସ ଜାଲରେ ଲଖନପୁର ପୂର୍ବତନ ପେସ୍କ ସଂପାଦକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.