Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ରାଜୁ ମଣ୍ଡଳକୁ ନେଇ ଝାଡ଼ଖଣ୍ଡ ଯାଉଛି କମିଶନରେଟ ପୋଲିସ

Sanchar Live by Sanchar Live
August 20, 2024
in ଅପରାଧ
0
ରାଜୁ ମଣ୍ଡଳକୁ ନେଇ ଝାଡ଼ଖଣ୍ଡ ଯାଉଛି କମିଶନରେଟ ପୋଲିସ
0
SHARES
13
VIEWS
FacebookTwitter

ସଂଚାର ବ୍ୟୁରୋ: ଭୁବନେଶ୍ଵର ଓ କଟକରୁ ସିମବକ୍ସ ଠାବ ଘଟଣା। ଅଭିଯୁକ୍ତ ରାଜୁ ମଣ୍ଡଳକୁ ନେଇ ଝାଡ଼ଖଣ୍ଡ ଯାଉଛି କମିଶନରେଟ ପୋଲିସ।ଆଉ କିଛି ସମୟ ପରେ ଝାଡ଼ଖଣ୍ଡର ରାଞ୍ଚିରୁ ଠାବ ହେବ ସିମ ବକ୍ସ। ତୃତୀୟ ଦିନ ରିମାଣ୍ଡ ବେଳେ ଗିରଫ ଅଭିଯୁକ୍ତ ରାଜୁ ମଣ୍ଡଳକୁ ନେଇ ରାଞ୍ଚି ଯାଉଛି ସ୍ପେଶାଲ ସ୍କ୍ୱାଡ଼ ଓ ଲକ୍ଷ୍ମୀସାଗର ଥାନା ପୋଲିସ। ପ୍ରଥମେ ମଙ୍ଗରାଜ ପଏଣ୍ଟ ଓ ପରେ ମଧୁପାଟଣା ପରେ ଏବେ ପୁଣି ସୁଦୂର ରାଂଚିରୁ ମିଳିବାକୁ ଯାଉଛି ସିମ ବକ୍ସ ଅଡ୍ଡା ।

କେବଳ ସେତିକି ନୁହେଁ ସ୍ଲିପର ସେଲ ଭାବେ କାମ କରୁଥିବା ରାଜୁର ମାଷ୍ଟରମାଇଣ୍ଡ ଥିବା ଆସାଦୁର ଜମାନ କଟକ ରୋଡରେ ରହୁଥିବା ଲିଙ୍ଗରାଜ ହୋଟେଲ ବିରୋଧରେ ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ନେବ କମିଶନରେଟ ପୋଲିସ । କାରଣ ଜଣେ ବିଦେଶୀ ଭାବେ ଆସାଦୁର ସେହି ହୋଟେଲରେ ରହୁଥିଲେ ସୁଦ୍ଧା ଫର୍ମ-C ପୂରଣ କରିନଥିଲା ହୋଟେଲ। ଯାହାଫଳରେ ପୁରା ସିଣ୍ଡିକେଟ ଜାଣିବାରେ ବିଫଳ ହୋଇଥିଲା ପୋଲିସ। ଟୁଇନ ସିଟିରୁ ଏପର୍ଯ୍ୟନ୍ତ ମୋଟ ୧୨ ଟି ସିମବକ୍ସ ମିଳିଛି। ସିମବକ୍ସ ହଇଚଇ ଭିତରେ ପୂର୍ବରୁ ସାମ୍ନାକୁ ଆସିଛି ଚାଞ୍ଚଲ୍ଯକର ତଥ୍ଯ । କଟକକୁ ଆସିଥିଲା ବଂଲାଦେଶର ଅସଦୁର ଜମାନ । ଅସଦୁର ହିଁ କଟକର ଭଡ଼ାଘରେ ଖଞ୍ଜିଥିଲା ସିମବକ୍ସ ।

୨୦୨୩ ଡିସେମ୍ବରରୁ ରାଜୁ ମଣ୍ଡଳ କଟକ ମଧୁପାଟଣା ଥାନା ଅନ୍ତର୍ଗତ ରାଜେନ୍ଦ୍ର ନଗରରେ ଏକ ଭଡା ଘର ନେଇଥିଲା । ଲୁଗା ବ୍ୟବସାୟ କରିବାକୁ କହି ଘର ଭଡ଼ା ନେଇଥିଲା ରାଜୁ । ମାସିକ ଆଠ ହଜାର ଟଙ୍କା ଫୋନ୍ ପେରେ ଘର ଭଡ଼ା ଦେଉଥିଲା । ଡିସେମ୍ବରରେ ବାଂଲାଦେଶର ୩୦ ବର୍ଷୀୟ ଅସଦୁର ଜମାନ କଟକ ଆସିଥିଲା । ଏହି ଭଡ଼ା ଘରେ ସେ ସିମବକ୍ସ ଖଞ୍ଜିଥିବା ବେଳେ ରାଜୁ ଏହାର ରକ୍ଷଣାବେକ୍ଷଣ କରୁଥିଲା । ଅସଦୁର ଭାରତକୁ ଭିସା କରି ଓଡ଼ିଶା ଆସିଥିଲା । ଏହାର ବୈଧତା ଆସନ୍ତା ଅକ୍ଟୋବର ୨୪ ତାରିଖ ପର୍ଯ୍ୟନ୍ତ ରହିଥିଲା।

ଗତବର୍ଷ ଅକ୍ଟୋବର ୨୧ ତାରିଖରେ ଅଗରତାଲା ଦେଇ ଭାରତ ଆସି ଡିସେମ୍ବର ୨୪ ତାରିଖରେ ପୁଣି ବଂଲାଦେଶ ଫେରିଥିଲା। ରାଜେନ୍ଦ୍ର ନଗର ଘରୁ ୫ଟି ସିମବକ୍ସ ସହ ୪୦ଟି ସିମ କ୍ଯାରିୟର, ଗୋଟିଏ ମୋଡେମ ଏବଂ ୨୩୬ଟି ଆକ୍ଟିଭ୍ ସିମ୍ ସମେତ ମୋଟ ୫୪୬ଟି ସିମ୍ ଜବତ ହୋଇଛି । କୋଡ଼ୱାର୍ଡରେ ଚାଲିଥିଲା ସିମବକ୍ସ କାରବାର । ରାଜୁ ମଣ୍ଡଳକୁ ଗିରଫ କରି ୫ ଦିନିଆ ରିମାଣ୍ଡରେ ନେବା ପରେ ଏଭଳି ବଡ଼ ଖୁଲାସା କରିଛି କମିଶନରେଟ ପୋଲିସ। ସାଇଣ୍ଟିଫିକ ଟିମ ମେସିନ ଗୁଡିକୁ ସିଜ କରିବା ସହ ଆରମ୍ଭ କରିଛି ଛାନଭିନ। ରାଜୁଠାରୁ ମିଳିଥିବା ଇନପୁଟ ମୁତାବକ ବାଂଲାଦେଶ, ପାକିସ୍ତାନ ସହ ଚାଇନାକୁ ଏହି ସିମବକ୍ସ ଦ୍ୱାରା କରାଯାଉଥିଲା କଲ। ଲିକ୍ କରାଯାଉଥିଲା ଗୁରୁତ୍ୱପୂର୍ଣ୍ଣ ଡାଟା।

Tags: odisharaju mandalsim box
ShareTweetShareSend
Sanchar Live

Sanchar Live

Next Post
ଭୂକମ୍ପରେ ଥରିଲା ଜମ୍ମୁ-କଶ୍ମୀର; ୧୫ ମିନିଟରେ ୨ ଥର ଝଟକା

ଭୂକମ୍ପରେ ଥରିଲା ଜମ୍ମୁ-କଶ୍ମୀର; ୧୫ ମିନିଟରେ ୨ ଥର ଝଟକା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.