Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ବନ୍ଧାହେଲେ କୁବେର ଯନ୍ତ୍ରୀ ରାମଚନ୍ଦ୍ର ଶତପଥି

Sanchar Live by Sanchar Live
April 17, 2025
in ଅପରାଧ
0
ବନ୍ଧାହେଲେ କୁବେର ଯନ୍ତ୍ରୀ ରାମଚନ୍ଦ୍ର ଶତପଥି

Oplus_131072

0
SHARES
23
VIEWS
FacebookTwitter

ବନ୍ଧାହେଲେ କୁବେର ଯନ୍ତ୍ରୀ । ଆୟବହିର୍ଭୁତ ସମ୍ପତି ଠୁଳ ମାମଲାରେ ଅନୁଗୁଳ ଆଠମଲିକ ବ୍ଲକ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥିଙ୍କୁ ଗିରଫ କରିଛି ଭିଜିଲାନ୍ସ । ୧୯୮୯ ମସିହାରୁ ମାଲକାନଗିରିରେ କନିଷ୍ଠ ଯନ୍ତ୍ରୀଭାବରେ କାର୍ଯ୍ୟ ଆରମ୍ଭ କରିଥିଲେ ରାମଚନ୍ଦ୍ର । ଆୟର ୨୨୬ ପ୍ରତିଶତ ଅଧିକ ସମ୍ପତି ଥିବା ନେଇ ଭିଜିଲାନ୍ସ ସ୍ପଷ୍ଟ କରିଛି । ଟିମ ପକ୍ଷରୁ ଚଢ଼ାଉ ସମୟରେ ଗୋଟିଏ ଦୁଇ ମହଲା କୋଠା, ୨୨ ପ୍ଲଟ, ୩୫୦ ଗ୍ରାମ ସୁନା, ଜ୍ୱାଇଁଙ୍କ ଘରୁ ନଗଦ ୨୩ ଲକ୍ଷ ୯୫ ହଜାର ଟଙ୍କା ଓ ଏକକୋଟି ୪୦ ଲକ୍ଷ ବ୍ୟାଙ୍କ ଡିପୋଜିଟ ଜବତ କରିଛି ଭିଜିଲାନ୍ସ । ସ୍ଵତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ଅନୁମତି କ୍ରମେ ଅନୁଗୁଳ, କଟକ ଓ ଢେଙ୍କାନାଳରେ ଥିବା ୮ଟି ଠିକଣାରେ ଚଢ଼ାଉ କରିଥିଲା ଭିଜିଲାନ୍ସ ଟିମ । ଏହି ଟିମରେ ୭ ଡିଏସପି ୧୫ ଇନିସପେକ୍ଟର ସାମିଲ ଥିଲେ । ଯାଞ୍ଚ ସମୟରେ ରାମଚନ୍ଦ୍ର ଶତପଥିଙ୍କ ଜ୍ବାଇଁ ଡା ତପନ କୁମାର ତ୍ରିପାଠୀଙ୍କ ଘରୁ ନଗଦ ୨୨ ଲକ୍ଷ ଟଙ୍କା ଜବତ କରିଛି ଭିଜିଲାନ୍ସ । ଜୁନାଗଡ଼ରେ ମେଡିକାଲ ଅଫିସର ଭାବରେ କାର୍ଯ୍ୟରତ ରହିଛନ୍ତି ଜ୍ୱାଇଁ । ବର୍ତ୍ତମାନ ଏହି ମାମଲାରେ ତଦନ୍ତ ଜାରି ରହିଥିବା ହେତୁ ଜ୍ୱାଇଁଙ୍କୁ ମଧ୍ୟ ଅଧିକ ପଚରାଉଚରା କରାଯିବ । ଏଆବଶ୍ୟକ ପଡ଼ିଲେ ରାମଚନ୍ଦ୍ର ଶତପଥିଙ୍କୁ ରିମାଣ୍ଡରେ ଆଣି ପଚରାଉଚରା କରାଯିବ ବୋଲି ଭିଜିଲାନ୍ସ ଏସପି ସୁଧାଂଶୁ ଶେଖର ମିଶ୍ର କହିଛନ୍ତି ।

Tags: cuttackdoctor arrestramchandra satapathy
ShareTweetShareSend
Sanchar Live

Sanchar Live

Next Post
ନଜର ପକାନ୍ତୁ ଆଜିର ରାଶିଫଳ ଉପରେ..

ଆଜି ଏହିସବୁ ରାଶିଙ୍କ ଭାଗ୍ୟରେ ଖାଲି ଖୁସି ଆଉ ଖୁସି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.