Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା, ରାସନକାର୍ଡରେ ମିଳିବ ଗହମ

Sanchar Live by Sanchar Live
August 17, 2024
in ଓଡିଶା
0
ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା, ରାସନକାର୍ଡରେ ମିଳିବ ଗହମ
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ପୁଣି ରାସନକାର୍ଡରେ ମିଳିବ ଗହମ । ରାସନକାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଥିବା କହିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ମନ୍ତ୍ରୀ କହିଛନ୍ତି, ଓଡ଼ିଶା ଲୋକଙ୍କ ଗହମ ପାଇଁ ଚାହିଦାକୁ ଦୃଷ୍ଟିରେ ରଖି ଦାବି ରଖିଛି । ତେବେ ପୂର୍ବରୁ ରାସନ କାର୍ଡ ହିତାଧିକାରୀଙ୍କୁ ମିଳୁଥିବା ଗହମକୁ ବନ୍ଦ କରି ଅଧିକ ଚାଉଳ ଦେବାକୁ କେନ୍ଦ୍ରକୁ ଦାବି କରି ଗହମ ଯୋଗାଣକୁ ବନ୍ଦ କରିଦିଆଯାଇଥିଲା । ସେବେକାର ବିଜେଡି ସରକାର ଗହମକୁ ବନ୍ଦ କରି ରାସନ କାର୍ଡ ହିତାଧିକାରୀଙ୍କୁ କେବଳ ଚାଉଳ ଯୋଗାଇ ଦେଉଥିଲେ । ବର୍ତ୍ତମାନ ଖାଦ୍ୟ ଯୋଗାଣ ମନ୍ତ୍ରୀ କେନ୍ଦ୍ରମନ୍ତ୍ରୀଙ୍କ ସହ ଆଲୋଚନା କରିବା ପରେ ରାସନ କାର୍ଡ ହିତାଧିକାରୀଙ୍କୁ ପୁଣି ଥରେ ପୂର୍ବ ଭଳି ଚାଉଳ ସହ ଗହମ ମିଳିବାକୁ ଯାଉଛି ।

Tags: Gahamrasan card
ShareTweetShareSend
Sanchar Live

Sanchar Live

Next Post
ଛାତ୍ରଛାତ୍ରୀଙ୍କ ମନରେ ଦେଶଭକ୍ତି ଭାବନା ଜାଗ୍ରତ ପାଇଁ ବେଦାନ୍ତ ଆଲୁମିନିୟମ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ

ଛାତ୍ରଛାତ୍ରୀଙ୍କ ମନରେ ଦେଶଭକ୍ତି ଭାବନା ଜାଗ୍ରତ ପାଇଁ ବେଦାନ୍ତ ଆଲୁମିନିୟମ ପକ୍ଷରୁ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.