Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ପୁରୁଣା ସାଙ୍ଗଙ୍କ ସହ ଭେଟ ହେବ, ମନ ପ୍ରସନ୍ନ ରହିବ, ଆଜିର ରାଶିଫଳ

Sanchar Live by Sanchar Live
December 14, 2024
in ଜୀବନ ଶୈଳୀ
0
ଆଜି ପୁରୁଣା ସାଙ୍ଗଙ୍କ ସହ ଭେଟ ହେବ, ମନ ପ୍ରସନ୍ନ ରହିବ, ଆଜିର ରାଶିଫଳ
0
SHARES
54
VIEWS
FacebookTwitter

ମେଷ : ଲାଗି ରହିଥିବା ସମସ୍ୟା ସମାଧାନ ହେବ । ପଡ଼ୋଶୀ ସ୍ବାର୍ଥସାଧାନ ମାନସରେ କୌଣସି ପ୍ରକାରର କଥା କହିବେ । କଠିନ ପରିଶ୍ରମ କଲେ ମଧ୍ୟ ପାରିଶ୍ରମିକ ମନଲାଖି ହେବ ନାହିଁ । ଘର ଲୋକମାନଙ୍କ ଟୁପ୍‌ଟାପ୍‌ କଥା ମନକୁ ବିଚଳିତ କରିପାରେ ।

ବୃଷ : କର୍ମକ୍ଷେତ୍ରରେ ଉଚ୍ଚ ପ୍ରଶଂସା ପ୍ରଦାନ କରିବ । କଳା, ସାହିତ୍ୟ, ସଂଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିବେ । ପଡ଼ୋଶୀ ଓ ସହକର୍ମୀଙ୍କ ତରଫରୁ ସାହାଯ୍ୟ ଅଭାବ ରହିବ ନାହିଁ । ଅନ୍ୟମନସ୍କତା ପରିହାର କରି ଯାନବାହନରେ ସତର୍କ ରୁହନ୍ତୁ ।

ମିଥୁନ : ଅର୍ଥ ସମ୍ବନ୍ଧୀୟ କାରବାରରେ ବନ୍ଧୁ ସହିତ ମନୋମାଳିନ୍ୟ ଘଟିବାର ଆଶଙ୍କା ରହିଛି । କର୍ମକ୍ଷେତ୍ରରେ ସମସ୍ୟାଗ୍ରସ୍ତ ହୋଇପାରନ୍ତି । ଶିଳ୍ପ, ବାଣିଜ୍ୟ, ପରିବହନ, ବ୍ୟବସାୟ ଏବଂ ଦୂରଯାତ୍ରା ସକାଶେ ଦିନଟି ମନ୍ଦ ନୁହେଁ । ସାମୟିକ ପୁରାତନ ରୋଗର ପୀଡ଼ା ଅନୁଭବ ହୋଇପାରେ ।

କର୍କଟ : ପ୍ରତ୍ୟେକ କ୍ଷେତ୍ରରେ ସନ୍ତୋଷଜନକ ଫଳ ପାଇବେ । କଳା ସାହିତ୍ୟ, ପରିବାର ଭିତରେ, ପରିବହନରେ ସମସ୍ୟା ସମାଧାନ ହୋଇଯିବ । ବିବାଦୀୟ ପରିସ୍ଥିତିରେ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେଇପାରନ୍ତି । ଭୁଲ୍‌ ବୁଝାମଣା ଯୋଗୁ ପଡ଼ୋଶୀଙ୍କ କାର୍ଯ୍ୟକଳାପ ସନ୍ଦେହଜନକ ମନେହୋଇପାରେ ।

ସିଂହ : ସମ୍ପର୍କଜନିତ କାମର ଚାପ ମନକୁ ବିଚଳିତ କରିବ । ବନ୍ଧୁ ଗହଣରେ ଖୁସି ରହିବେ । ପ୍ରତ୍ୟେକ କାମ ସହଜ ଓ ସୁବିଧାଜନକ ହୋଇ ନ ପାରେ । କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି ।

କନ୍ୟା : ହଠାତ୍‌ ଜରୁରୀ କାମରେ ବାହାରକୁ ଯିବାକୁ ପଡ଼ିପାରେ । ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିପାରନ୍ତି । କେତେକ କ୍ଷେତ୍ରରେ ବୃଥା ଆଶଙ୍କା କରି ମନ ଅସ୍ଥିର ରହିବ । କୌଣସି ଧାର୍ମିକ କାର୍ଯ୍ୟ ପାଇଁ ମନ ବଳାଇବେ

ତୁଳା : ଆଜି କର୍ମକ୍ଷେତ୍ରରେ ଉଚ୍ଚ ସମ୍ମାନ ପାଇବେ । ପାରିବାରିକ କ୍ଷେତ୍ର, ନୂତନ ଯୋଜନାରମ୍ଭ ଓ ବନ୍ଧୁମିଳନରୁ ଖୁସି ରହିପାରନ୍ତି । ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ । ସାମୟିକ ପ୍ରତିବନ୍ଧକଜନିତ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ ।

ବିଛା : ଆତ୍ମୀୟମାନଙ୍କ ସହଯୋଗରେ ଧର୍ମକାର୍ଯ୍ୟ, ସତ୍‌ସଙ୍ଗ ଓ ଆନୁଷ୍ଠାନିକ କାମ ପାଇଁ ଯୋଜନା କରିପାରନ୍ତି । ପାରିବାରିକ କ୍ଷେତ୍ରରେ ପ୍ରତ୍ୟେକ ପ୍ରତିବନ୍ଧକ ଲାଗି ରହିବ । ଅର୍ଥ, ବିଳାସ ଉପକରଣ, ନୂତନ ମୈତ୍ରୀ ସମ୍ପର୍କ ସୃଷ୍ଟି କରିବ । କଳା, ସାହିତ୍ୟରେ ଉନ୍ନତି କରିବେ ଓ ପ୍ରଶଂସିତ ମଧ୍ୟ ହୋଇପାରନ୍ତି ।

ଧନୁ : ପରିବାରରେ ତିକ୍ତ ସମ୍ପର୍କ ଉଭେଇ ଯିବ, ଦୂରେଇ ଯାଇଥିବା ବନ୍ଧୁ ପାଖେଇ ଆସିବେ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସନ୍ଦେହ ଓ ସମସ୍ୟାକୁ ସୁଧାରି ନେବେ । ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ, କିନ୍ତୁ ଏଥିପାଇଁ ଟଣାଓଟରା ଲାଗିପାରେ । ବିବାଦୀୟ ଘଟଣାରେ ଶତ୍ରୁଠାରୁ ଦୂରେଇ ରହି କାମ କରିବା ଭଲ ହେବ ।

ମକର : କର୍ମଜଞ୍ଜାଳ ବୃଦ୍ଧିଜନିତ ମାନସିକ ଅସ୍ଥିରତା ସୃଷ୍ଟି ହେବ । ପ୍ରତିଦ୍ୱନ୍ଦ୍ୱିତା, କ୍ରୀଡ଼ା ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ପରିବାରରେ କାହାର ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ବିଚଳିତ ହୋଇପାରନ୍ତି । ବନ୍ଧୁ ପରିଜନଙ୍କ ସହିତ ଯାତ୍ରାରୁ ସୁଫଳ ପାଇବେ ଏବଂ ଲକ୍ଷ୍ୟ ପୂରଣ ହେବ ।

କୁମ୍ଭ : ବନ୍ଧୁଙ୍କ ସାକ୍ଷାତରୁ ଉପକୃତ ହୋଇପାରନ୍ତି । ଅନ୍ୟମାନଙ୍କୁ ସାହାଯ୍ୟ କରିବାକୁ ଯାଇ ନିଜେ ହଇରାଣରେ ପଡ଼ିପାରନ୍ତି । ଅଫିସ୍‌ରେ ପରିଚାଳନାଗତ ସମସ୍ୟା ବୃଦ୍ଧି ପାଇବ । କାର୍ଯ୍ୟହାନି ହେତୁ କିମ୍ବା ପରୋକ୍ଷ ଶତ୍ରୁତାରୁ ମନ ଠିକ୍‌ ରହି ନ ପାରେ । ଦୀର୍ଘ ଦିନରୁ ଅପେକ୍ଷା କରିଥିବା ଖବରଟି ଅପରାହ୍ନରେ ପାଇବେ ।

ମୀନ : କର୍ମକ୍ଷେତ୍ର ଦିନଟି ଭରେ କଟିବ । ଯାତ୍ରାରେ ସଫଳତା, ବାଣିଜ୍ୟ, ବ୍ୟବସାୟରେ ଲାଭ ଓ ସାମାଜିକ ସ୍ତରରୁ ସମ୍ମାନ ପାଇବେ । ଭାବ ପ୍ରବଣତାବଶତଃ ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ ହେବ । ପ୍ରତିଦ୍ୱନ୍ଦ୍ୱିତା, ପ୍ରକାଶନ, ପ୍ରଶାସନ ଓ ପରିବହନରେ ସମସ୍ୟା ବୃଦ୍ଧି ହୋଇପାରେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଜେଲରୁ ବାହାରିଲେ ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜ୍ଜୁନ

ଜେଲରୁ ବାହାରିଲେ ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜ୍ଜୁନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.