Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଆଜି ବଦଳିବ ଏହିସବୁ ରାଶିଙ୍କ ଭାଗ୍ୟ

Sanchar Live by Sanchar Live
November 9, 2024
in ଜୀବନ ଶୈଳୀ
0
ଆଜି ଚମକିବ ଏହିସବୁ ରାଶିଙ୍କ ଭାଗ୍ୟ
0
SHARES
7
VIEWS
FacebookTwitter

ମେଷ: ଦିନଟି ଭଲରେ କଟିବ। ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟ ପାଇଁ ନୂଆ ଯୋଜନା ପ୍ରସ୍ତୁତ କରିପାରନ୍ତି। ନକାରାତ୍ମକ ଚିନ୍ତା ଦୂର ହେବ। ପରୀକ୍ଷାର୍ଥୀ କୃତକାର୍ଯ୍ୟ ହେବେ।

ବୃଷ: ଦୂରଯାତ୍ରା ଯୋଗ ଅଛି। ଜୀବନସାଥୀଙ୍କ ସହ ସୁଖମୟ ସମୟ ଅତିବାହିତ କରିବେ। କୌଣସି ଶୁଭ ଖବର ମିଳିପାରେ । ମହିଳାମାନେ ଦିନସାରା ବ୍ୟସ୍ତ ରହିପାରନ୍ତି। ବନ୍ଧୁଙ୍କ ସହ ମନୋମାଳିନ୍ୟ ଦେଖା ଦେବ।

ମିଥୁନ: ଯାନବାହନ କ୍ରୟ ଯୋଗ ରହିଛି। ଧାର୍ମିକ ପୁସ୍ତକ ପ୍ରତି ଆଗ୍ରହ ବଢ଼ିବ। ପ୍ରେମିକ-ପ୍ରେମିକାଙ୍କ ପାଇଁ ଦିନଟି ଭଲ। ପରୋପକାର କାର୍ଯ୍ୟରେ ନିଜକୁ ନିୟୋଜିତ କରିବେ। ଆୟ ବ୍ୟୟ ସମାନ ରହିବ।

କର୍କଟ: ଅଫିସ୍‌ରେ କାର୍ଯ୍ୟଭାର ବଢ଼ିବ। କୋର୍ଟ କଚେରୀ ମାମଲାକୁ ନେଇ ଚିନ୍ତିତ ରହିପାରନ୍ତି। ଅଯଥା ଖର୍ଚ୍ଚ ବୃଦ୍ଧି ପାଇବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ।

ସିଂହ: ଚାକିରିରେ ସଫଳତା ମିଳିବ। ବ୍ୟବସାୟରେ ଆଶାଜନକ ପରିଣାମ ମିଳିବ ନାହିଁ। ଜୀବନସାଥୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନ ସୁଖମୟ ହେବ। ଘରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ।

କନ୍ୟା: ଚାକିରିକୁ ନେଇ କୌଣସି ସମସ୍ୟା ଦେଖା ଦେବ। ପାରିବାରିକ ଜୀବନ ସୁଖମୟ ହେବ। ଘରେ ପୂଜାପାଠ ଆୟୋଜନ କରିବେ। ଅଟକିଥିବା କାର୍ଯ୍ୟ ପୂରା ହେବ। ଆୟର ନୂଆ ଅବସର ପ୍ରାପ୍ତ ହେବ।

ତୁଳା: ଦିନଟି ମିଶ୍ରଫଳ ପ୍ରଦାନ କରିବ। ଆର୍ଥିକ ସ୍ଥିତି ମଜଭୁତ୍ ହେବ। ବିବାହ ପ୍ରସ୍ତାବ ଆସିବ। ଛାତ୍ରଛାତ୍ରୀ କ୍ୟାରିୟର ପାଇଁ ନୂଆ ଯୋଜନା କରିବେ। ସରକାରୀ ଚାକିରିଆଙ୍କ ପାଇଁ ଦିନଟି ଭଲ।

ବିଛା: ଆଇଟି ଓ ବ୍ୟାଙ୍କ କ୍ଷେତ୍ରରେ ସଫଳତା ମିଳିବ। ଅଫିସ୍‌ରେ ବରିଷ୍ଠ ଅଧିକାରୀଙ୍କ ସହଯୋଗ ମିଳିବ। ବୈବାହିକ ଜୀବନ ସୁଖଶାନ୍ତିରେ କଟିବ। କଳା ଓ ସାହିତ୍ୟ କ୍ଷେତ୍ରରେ ସମ୍ମାନିତ ହୋଇପାରନ୍ତି।

ଧନୁ: ପରିବାର ଲୋକଙ୍କ ସହଯୋଗ ମିଳିବ। ସ୍ବାସ୍ଥ୍ୟରେ ସୁଧାର ଆସିବ। ଆୟ ତୁଳନାରେ ବ୍ୟୟ ଅଧିକ ହେବ। କଥାରେ ମଧୁରତା ରକ୍ଷା କରିବେ। ଦାମ୍ପତ୍ୟ ଜୀବନରେ ତିକ୍ତତା ଦେଖା ଦେବ।

ମକର: ଦିନଟିରେ କର୍ମଚଞ୍ଚଳ ରହିବେ। ବ୍ୟବସାୟରେ ଲାଭ ମିଳିବ। ଛାତ୍ରଛାତ୍ରୀ କଠିନ ପରିଶ୍ରମ କରିବେ। ପଡ଼ୋଶୀଙ୍କ ସହ ମତାନ୍ତର ହେବ। ପୈତୃକ ସମ୍ପତ୍ତିରୁ ଲାଭ ମିଳିବ। ଚକ୍ଷୁ ସମସ୍ୟା ଭୋଗିପାରନ୍ତି।

କୁମ୍ଭ: ବ୍ୟବସାୟକୁ ନେଇ ଦୂରସ୍ଥାନକୁ ଯାତ୍ରା କରିବେ। ନିବେଶରୁ ଦୂରେଇ ରୁହନ୍ତୁ। ଘରେ ପୂଜାପାଠ ଆୟୋଜନ ହେବ। ବିବାହ ସମସ୍ୟା ସମାଧାନ ହେବ। ଯାନବାହନ କ୍ରୟର ଯୋଗ ଅଛି। ଅତିଥି ସତ୍କାର କରିବେ।

ମୀନ: ନିଜ ବ୍ୟକ୍ତିଗତ କଥାକୁ ଅନ୍ୟମାନଙ୍କ ଆଗେ ପ୍ରକାଶ କରନ୍ତୁନି। ମହିଳାମାନେ ଘର କାର୍ଯ୍ୟରେ ବ୍ୟସ୍ତ ରହିବେ। ପାରିବାରିକ ବ୍ୟବସାୟରେ ସଫଳ ହେବେ। ବିଦ୍ୟାର୍ଥୀ ଖେଳକୁଦରେ ସମୟ ଅତିବାହିତ କରିବେ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
କାର୍ତ୍ତିକରେ ନାହିଁ ଶୀତ

କାର୍ତ୍ତିକରେ ନାହିଁ ଶୀତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.