Wednesday, May 20, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

ଓଡିଆ ସିରିଏଲ ଅଭିନେତା ରଶ୍ମୀକାନ୍ତ ଭୂୟାଁ ଗିରଫ

Sanchar Live by Sanchar Live
May 20, 2026
in ମନୋରଞ୍ଜନ
0
ଓଡିଆ ସିରିଏଲ ଅଭିନେତା ରଶ୍ମୀକାନ୍ତ ଭୂୟାଁ ଗିରଫ
0
SHARES
7
VIEWS
FacebookTwitter

ଲଭ, ସେକ୍ସ, ଧୋକା ଅଭିଯୋଗରେ ଓଡିଆ ସିରିଏଲ ଅଭିନେତା ରଶ୍ମୀକାନ୍ତ ଭୂୟାଁ ଗିରଫ ପରେ ମୁହଁ ଖୋଲିଲେ ପୀଡିତା । ଫିଲ୍ମ କରିବା ନାଁରେ ଯୁବତୀଙ୍କ ଠାରୁ ନେଇଥିଲେ ୨୮ ଲକ୍ଷ ଟଙ୍କା । ୨୦୨୦ ମସିହାରୁ ଦୁହେଁ ସମ୍ପର୍କରେ ଥିଲେ। ପୀଡିତାଙ୍କ ଅଭିଯୋଗ ମୁତାବକ ସିଙ୍ଗର୍ ବନାଇବାର ପ୍ରତିଶ୍ରୁତି ଦେଇ ଏକାଧିକ ଥର ଶାରୀରିକ ସମ୍ପର୍କ ରଖିଥିଲେ ଅଭିଯୁକ୍ତ ଜଣଙ୍କ । ପ୍ରତିବାଦ କରିବାରୁ ବିବାହ କରିବାର ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ ପରେ ବିବାହ ନକରି ଆଉ ଧରା ଛୁଆଁ ଦେଇନଥିଲେ । ବିଭିନ୍ନ ବାହାନାରେ ପୀଡିତାଙ୍କ ଠାରୁ ଲକ୍ଷାଧିକ ଟଙ୍କା ନେଇ ମଧ୍ୟ ପରେ ଫେରାଇନଥିଲେ ଅଭିଯୁକ୍ତ ଜଣଙ୍କ । ଏ ନେଇ ମହିଳା ଥାନାରେ ଅଭିଯୋଗ ପରେ BNS 69 ଓ BNS ୩୧୮ ( ୨ ) ରେ ଅଭିଯୁକ୍ତକୁ କୋର୍ଟଚାଲାଣ କରିଛି ମହିଳା ଥାନା ପୋଲିସ।

Tags: odia serial actorodisha
ShareTweetShareSend
Sanchar Live

Sanchar Live

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଓଡିଆ ସିରିଏଲ ଅଭିନେତା ରଶ୍ମୀକାନ୍ତ ଭୂୟାଁ ଗିରଫ
  • ଆଜି କୋଲକାତା ପାଇଁ ‘କର ବା ମର’, ଆଗରେ ମୁମ୍ବାଇ
  • ଯୁକ୍ତ ଦୁଇ ପରୀକ୍ଷା ଫଳ ପ୍ରକାଶ 
  • ଆଜି ମହାପ୍ରଭୁଙ୍କ ବନକଲାଗି ନୀତି, ୪ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ
  • ୧୦ ବର୍ଷ ପରେ ବାପାମାଆଙ୍କୁ ମିଳିଲେ ହଜିଯାଇଥିବା ପୁଅ-ଝିଅ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.