Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ପରଲୋକ, ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି ଅଜଣା କଥା

Sanchar Live by Sanchar Live
October 9, 2024
in ଭାରତ
0
ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ପରଲୋକ, ଜାଣନ୍ତୁ ତାଙ୍କ ସମ୍ପର୍କରେ କିଛି ଅଜଣା କଥା
0
SHARES
8
VIEWS
FacebookTwitter

ସଂଚାର ବ୍ୟୁରୋ: ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ପରଲୋକ। ବୁଧବାର ବିଳମ୍ବିତ ରାତିରେ ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଚିକିସ୍ଚାଧିନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା । ରତନ ଟାଟାଙ୍କ ଦେହାନ୍ତରେ ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକ ପ୍ରକାଶ କରିଛନ୍ତି । ଏହା ସହିତ ବହୁ ବିଶିଷ୍ଟ ଶିଳ୍ପପତି ମାନେ ମଧ୍ୟ ଦୁଃଖ ବ୍ୟକ୍ତ କରିଛନ୍ତି ।

ରତନ ଟାଟା ୧୯୩୭ ମସିହା ଡିସେମ୍ବର ୨୮ ତାରିଖରେ ଜନ୍ମ ଗ୍ରହଣ କରିଥିଲେ । ମାତ୍ର ୨୧ ବର୍ଷ ବୟସରେ ୧୯୯୧ରେ ଅଟୋଠୁ ନେଇ ଇସ୍ପାତ ପର୍ଯ୍ୟନ୍ତ କାରବାର ସହ ଜଡ଼ିତ ଟାଟା ଗ୍ରୁପର ଅଧ୍ୟକ୍ଷ ହୋଇଥିଲେ। ଚେୟାରମ୍ୟାନ ହେବା ପରେ ସେ ଟାଟା ଗ୍ରୁପକୁ ଏକ ନୂତନ ଶିଖରରେ ପହଞ୍ଚାଇଥିଲେ ।

ତାଙ୍କ ଜେଜେ ବାପା ଅମଳରୁ ସ୍ଥାପିତ ଟାଟାକୁ ୨୦୧୨ ମସିହା ପର୍ଯ୍ୟନ୍ତ ନେତୃତ୍ଵ ନେଇଥିଲେ । ତାଙ୍କୁ ପଦ୍ମ ବିଭୂଷଣ ସମ୍ମାନରେ ମଧ୍ୟ ସମ୍ମାନିତ କରାଯାଇଥିଲା ।

ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରି ତାଙ୍କର ସୋସିଆଲ ମିଡ଼ିଆ ଆକାଉଣ୍ଟ ଏକ୍ସ ରେ ଲେଖିଛନ୍ତି, “ଶ୍ରୀ ରତନ ଟାଟା ଜଣେ ଦୂରଦୃଷ୍ଟି ସମ୍ପନ୍ନ ବ୍ୟବସାୟୀ, ଦୟାଳୁ ଆତ୍ମା ଏବଂ ଜଣେ ଅସାଧାରଣ ବ୍ୟକ୍ତି ଥିଲେ । ସେ ଭାରତର ଅନ୍ୟତମ ପୁରାତନ ତଥା ପ୍ରତିଷ୍ଠିତ ବ୍ୟବସାୟ ଗୃହକୁ ସ୍ଥିର ନେତୃତ୍ୱ ପ୍ରଦାନ କରିଥିଲେ । ଏଥି ସହିତ, ତାଙ୍କର ଅବଦାନ ବୋର୍ଡରୁମଠାରୁ ବହୁ ଦୂରରେ ରହିଲା । ତାଙ୍କର ନମ୍ରତା, ଦୟା ଏବଂ ଆମ ସମାଜକୁ ଉନ୍ନତ କରିବା ପାଇଁ ଅଦମ୍ୟ ପ୍ରତିବଦ୍ଧତା ହେତୁ ସେ ନିଜକୁ ଅନେକ ଲୋକଙ୍କ ଦ୍ୱାରା ଆଦୃତ ହୋଇ ପାରିଥିଲେ”।

Tags: Ratan tatatata group
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ କେମିତି କଟିବ ଆଜି ?

ଆଜି ଏହି ରାଶିମାନଙ୍କ ଭାଗ୍ୟ ଚମକିବ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.