Thursday, July 17, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଅନୁକୂଳ ହେଲା ରଥକାଠ

Sanchar Live by Sanchar Live
April 30, 2025
in ଓଡିଶା
0
ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ଅନୁକୂଳ ହେଲା ରଥକାଠ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ବୈଶାଖ ଶୁକ୍ଳ ତୃତୀୟା । ପବିତ୍ର ଅକ୍ଷୟ ତୃତୀୟା । ବିଶ୍ବ ପ୍ରଶିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣର ହେଲା ଶୁଭାରମ୍ଭ । ତନ୍ତ୍ରବିଧି ଅନୁସାରେ ମହାକାଳୀ ମନ୍ତ୍ରରେ ପୂଜିତ କୁରାଢି ଲଗାଇ ଆଚାର୍ଯ୍ୟ ତଥା ଦେଉଳ ପୁରୋହିତ ରଥନିର୍ମାଣର ଶୁଭାରମ୍ଭ କରିଛନ୍ତି । ତାଳଧ୍ୱଜ, ଦେବଦଳନ ଓ ନନ୍ଦିଘୋଷ ରଥ ପାଇଁ ଗୋଟିଏ ଧଉରା କାଠରେ ସୁନା କୁରାଢି ସ୍ପର୍ଶ କରାଯାଇଛି । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ପରେ ଶ୍ରୀଜୀଉଙ୍କ ଆଜ୍ଞାମାଳ ଚନ୍ଦନଠାକୁରଙ୍କ ସହ ପଟୁଆରରେ ରଥଖଳାକୁ ଆସିଥିଲା । ରଥଖଳାରେ ଶ୍ରୀମନ୍ଦିର ପୁରୋହିତ, ରାଜଗୁରୁ ଓ ସ୍ତ୍ରୋତୀୟ ବ୍ରାହ୍ମଣ ବନଯାଗ ବିଧିରେ ରଥ ନିର୍ମାଣର ଅନୁକୂଳ କରିଛନ୍ତି । ରୂପକାର, କମାର, ଚିତ୍ରକର, ଭୋଇ, ଅମୀନସେବକମାନଙ୍କ ଉପସ୍ଥିତିରେ ବିଶ୍ୱକର୍ମାଙ୍କ ଶାଢୀବନ୍ଧା ନୀତି ପାଳିତ ହୋଇଥିଲା । ଚତୁର୍ଥୀଠାରୁ ଶ୍ରୀନଅର ସମ୍ମୁଖ ଚାଳିଆରେ ୩ଟି ରଥ ତିଆରିର ଶୁଭାରମ୍ଭ ହେବ । ପ୍ରଥମ ପର୍ଯ୍ୟାୟ ଚକ ପାଇଁ ତୁମ୍ଭ ନିର୍ମାଣ କରିବେ ମହାରଣା ସେବାୟତ । ଏଥିପାଇଁ ଶ୍ରୀନଅର ସାମ୍ନାରେ ପ୍ରସ୍ତୁତ ରଥଖଳାରେ ଆସି ପହଞ୍ଚି ସାରିଛି କାଠ । ପରବର୍ତ୍ତୀ ପର୍ଯ୍ୟାୟରେ ରଥ ନିର୍ମାଣ ପାଇଁ ଆବଶ୍ୟକ ଥିବା କାଠ ପହଞ୍ଚିବ ।

Tags: akhyatrutiyarathajatra
ShareTweetShareSend
Sanchar Live

Sanchar Live

Next Post
ଅକ୍ଷୟ ତୃତୀୟାରେ ସୁନା କିଣିବାକୁ ଭିଡ଼

ଅକ୍ଷୟ ତୃତୀୟାରେ ସୁନା କିଣିବାକୁ ଭିଡ଼

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ
  • ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
  • ବର୍ଷାଋତୁରେ ଖାଆନ୍ତୁ ଏହିସବୁ ଖାଦ୍ୟ, ଭୁଲରେ ବି ଖାଆନ୍ତୁନି ଏହି ପରିବା
  • ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.