Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ବି ସୁଡଙ୍ଗ କିମ୍ବା ଗୁପ୍ତ କୋଠରୀ

Sanchar Live by Sanchar Live
November 1, 2024
in ଓଡିଶା
0
ଆଜିଠୁ ତିନି ଦିନ ଧରି ଶ୍ରୀମନ୍ଦିର ରତ୍ନଭଣ୍ଡାରର ହେବ ଯାଞ୍ଚ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ରତ୍ନଭଣ୍ଡାରକୁ ନେଇ ଆସିଲା ବଡ ଖବର । ରତ୍ନଭଣ୍ଡାର ଭିତରେ ନାହିଁ କୌଣସି ବି ସୁଡଙ୍ଗ କିମ୍ବା ଗୁପ୍ତ କୋଠରୀ । ତେବେ ଜିପିଆର ସର୍ଭେ ପରେ ପ୍ରାରମ୍ଭିକ ଆଲୋଚନାରୁ ଏହା ଜଣାପଡିଛି । ଆଉ ଚୂଡାନ୍ତ ରିପୋର୍ଟ ଆସିବା ପରେ ଏନେଇ ସ୍ପଷ୍ଟ ହେବ ବୋଲି ସୂଚନା ଦେଇଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ, କାର୍ତ୍ତିକ ମାସରେ ଭିଡ ରହୁଥିବାରୁ ଏବେ ମରାମତି ସମ୍ଭବପର ନୁହେଁ । କାର୍ତ୍ତିକ ପୂର୍ଣ୍ଣିମା ପରେ ରତ୍ନଭଣ୍ଡାର ମରାମତି କାମ ଆରମ୍ଭ ହେବ । ତେବେ ବିଭିନ୍ନ ସ୍ଥାନରେ ବଡ ଫାଟ ଥିବା ଜଣାପଡିଛି । ପ୍ରାୟ ମାସେ ଧରି ମରାମତି ପରେ ରତ୍ନଭଣ୍ଡାର ରତ୍ନର ଗଣତି ମଣତି ଆରମ୍ଭ ହେବ । ତେବେ ପୂର୍ବ ତାଲିକା ଅନୁସାରେ ବର୍ତ୍ତମାନର ତାଲିକାକୁ ମିଶାଇ ୭ ଦିନରେ ରିପୋର୍ଟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।

Tags: puriratna bhandarsudanga
ShareTweetShareSend
Sanchar Live

Sanchar Live

Next Post
ହଷ୍ଟନରେ ଅଦିନିଆ ରଥଯାତ୍ରାକୁ ବାତିଲ କଲା ଇସ୍କନ

ହଷ୍ଟନରେ ଅଦିନିଆ ରଥଯାତ୍ରାକୁ ବାତିଲ କଲା ଇସ୍କନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.