Monday, March 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବୁଧବାର ମରାମତି କାମ ବନ୍ଦ ରହିବ ଭିତର ରତ୍ନ ଭଣ୍ଡାର କାମ

Sanchar Live by Sanchar Live
December 17, 2024
in ଓଡିଶା
0
ଶ୍ରୀମନ୍ଦିରରେ ପାଳିତ ହେଉଛି ଦେବ ଦୀପାବଳି, ୩ ଦିନ ଧରି ଚାଲିବ
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: ଭିତର ରତ୍ନଭଣ୍ଡାରରେ ଲୁହା ଭାରା ବନ୍ଧା କାର୍ଯ୍ୟ ଶେଷ ହୋଇଛି । ଏ ନେଇ ଏଏସ୍‌ଆଇ ଅଧିକ୍ଷକ ଡି.ବି. ଗଡ଼ନାୟକ ସୂଚନା ପ୍ରଦାନ କରିଛନ୍ତି । ୨୦ ଜଣ ଶ୍ରମିକ ଏହି କାର୍ଯ୍ୟରେ ନିୟୋଜିତ ଥିଲେ । ବୁଧବାର ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ । ଗୁରୁବାର ଠାରୁ ରତ୍ନଭଣ୍ଡାର କାନ୍ଥରୁ ପ୍ଲାଷ୍ଟର ଛଡାଯିବା କାର୍ଯ୍ୟ କରାଯିବ । ମରାମତି କାର୍ଯ୍ୟ ବନ୍ଦ ହେବା ପରେ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଛି ।

ଶ୍ରୀମନ୍ଦିରରେ ଆଜିଠାରୁ ଆରମ୍ଭ ହୋଇଛି ମହାପ୍ରଭୁଙ୍କ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ । ଏଏସ୍ଆଇ ଓ ଶ୍ରୀମନ୍ଦିର ପ୍ରଶାସନର ଅଭିଜ୍ଞ ଇଞ୍ଜିନିୟରଙ୍କ ତତ୍ତ୍ଵାବଧାନରେ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଆରମ୍ଭ ହୋଇଛି । ପ୍ରଥମେ ଭିତର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଆରମ୍ଭ କରାଯିବା ପରେ ଯାଇ ବାହାର ରତ୍ନଭଣ୍ଡାରର ମରାମତି କରାଯିବ । ଏଥିପାଇଁ ଲୁହା ପାଇପରେ ପ୍ରଥମେ ଭାରା ବନ୍ଧା ଯାଇ ବ୍ୟବସ୍ଥିତ କରାଯିବା ପରେ ରତ୍ନଭଣ୍ଡାର କାନ୍ଥରୁ ପ୍ଲାଷ୍ଟର ଛଡାଯାଇ ମରାମତି କାର୍ଯ୍ୟ କରାଯିବ । ପ୍ରତ୍ୟେକ ଦିନ ଠାକୁରଙ୍କ ଦ୍ବିତୀୟ ଭୋଗ ମଣ୍ଡପ ଭୋଗ ଶେଷ ପରେ ଦିନ ୧୨ଟା ୩୦ରୁ ସନ୍ଧ୍ୟା ୬ଟା ଯାଏଁ ମରାମତି କାର୍ଯ୍ୟ କରାଯିବ। ଏ ପ୍ରସଙ୍ଗରେ ଆଇନ ମନ୍ତ୍ରୀ କହିଛନ୍ତି ୩ ମାସ ଭିତରେ କାମ ସାରିବାକୁ ଲକ୍ଷ୍ୟ ରଖିଛି ASI । ମରାମତି ପରେ ହେବ ଗଣତି ମଣତି ।

Tags: puriratnabhandar
ShareTweetShareSend
Sanchar Live

Sanchar Live

Next Post
ଆଇସିସି ରାଙ୍କିଙ୍ଗ: ଉଭୟ ଦିନିକିଆ ଓ ଟି-୨୦ର ଟପ୍‌ ୩ରେ ଭାରତର ସ୍ମୃତି ମନ୍ଧାନା

ଆଇସିସି ରାଙ୍କିଙ୍ଗ: ଉଭୟ ଦିନିକିଆ ଓ ଟି-୨୦ର ଟପ୍‌ ୩ରେ ଭାରତର ସ୍ମୃତି ମନ୍ଧାନା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ମେ ୨୯ ତାରିଖରେ OTET- ୨୦୨୬ ପରୀକ୍ଷା
  • ରାଜ୍ୟରେ କମୁଛି ମାଓବାଦୀଙ୍କ ସଂଖ୍ୟା
  • ବିରୋଧୀଙ୍କ ହଙ୍ଗାମା, ୪ଟା ଯାଏ ଗୃହ ମୁଲତବୀ
  • ଆଜି ପୁଣି କମିଲା ସୁନା ଦର, ଶୀଘ୍ର କିଣିନିଅ
  • ଜାଣନ୍ତୁ କେତେ ରୋଜଗାର କଲାଣି ଧୁରନ୍ଧର -୨

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.