Monday, September 29, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୧୭ରୁ ରତ୍ନଭଣ୍ଡାର ମରାମତି, ୩ ମାସ ମଧ୍ୟରେ ସାରିବାକୁ ନିର୍ଦ୍ଦେଶ

Sanchar Live by Sanchar Live
December 11, 2024
in ଓଡିଶା
0
୧୭ରୁ ରତ୍ନଭଣ୍ଡାର ମରାମତି, ୩ ମାସ ମଧ୍ୟରେ ସାରିବାକୁ ନିର୍ଦ୍ଦେଶ

Oplus_131072

0
SHARES
3
VIEWS
FacebookTwitter

ପୁରୀ : ଡିସେମ୍ବର ୧୭ ତାରିଖରୁ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଆରମ୍ଭ ହେବ ।  ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ଏହି ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ବୈଠକ ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି ସୂଚନା ଦେଇଛନ୍ତି ।  ଦ୍ବିତୀୟ ଭୋଗ ମଣ୍ଡପ ବା ଦ୍ବିପ୍ରହର ଧୂପ ଶେଷ ପରେ ଦିନ ୧ ଟା ରୁ ସନ୍ଧ୍ୟା ୬ଟା ଯାଏଁ ଏଏସଆଇ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ କରିବ ।  ଏହି ସମୟରେ ଶ୍ରଦ୍ଧାଳୁ ମାନେ କେବଳ ବାହାର କାଠ ନିକଟରୁ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ।  ତେବେ କିଛି ବିଶେଷ ଦିନ, ଶନିବାର, ରବିବାର, ଡିସେମ୍ବର ୩୧, ନବବର୍ଷ ଏବଂ ନୀତି ବହୁଳ ଦିବସରେ ମରାମତି କାର୍ଯ୍ୟ ବନ୍ଦ ରହିବ ।

ତିନିମାସ ଭିତରେ ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଶେଷ କରିବାକୁ ଏଏସଆଇ ସମୟ ମାଗିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି । ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସମୟରେ ଏସଓପି ଅନୁଯାୟୀ କେବଳ ପ୍ରାଧିକୃତ ସେବାୟତ, ଶ୍ରୀମନ୍ଦିର ପ୍ରଶାସନ ଓ ଏଏସଆଇ ର କର୍ମଚାରୀମାନେ ଉପସ୍ଥିତ ରହିବେ  । ସମସ୍ତ ସୁରକ୍ଷା ଉପକରଣ ସମସ୍ତେ ପରିଧାନ କରିବେ । ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଶେଷ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରୁ ରତ୍ନ ଅଳଙ୍କାର ସ୍ଥାନାନ୍ତର କରାଯାଇ ରତ୍ନଭଣ୍ଡାରକୁ ଅଣାଯିବ  । ଏହାପରେ ରତ୍ନଭଣ୍ଡାର ଭିତରେ ହିଁ ସମସ୍ତ ରତ୍ନ ଅଳଙ୍କାରର ଗଣତି ମଣତି କରାଯିବ ।

ଅନ୍ୟପଟେ ଏଏସଆଇ ସୁପରିଟେଣ୍ଡେଣ୍ଟ ଡି.ବି ଗଡନାୟକ କହିଛନ୍ତି ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଯଥାଶୀଘ୍ର ସାରିବାକୁ ଚେଷ୍ଟା କରାଯିବ । କାର୍ଯ୍ୟ କେବେ ଶେଷ ହେବ ତାହା ଏବେ କହିବା ସମ୍ଭବ ନୁହେଁ । ଅନ୍ୟପଟେ ଆସନ୍ତା ଡିସେମ୍ବର ୧୬ ରେ ପହିଲି ଭୋଗ ନୀତି ନିର୍ଘଣ୍ଟ ଏବଂ ଦେବାଭିଷେକ ଓ ମକର ସଂକ୍ରାନ୍ତି ନୀତି ନିର୍ଘଣ୍ଟକୁ ଛତିଶା ନିଯୋଗ ବୈଠକରେ ଅନୁମୋଦନ କରାଯାଇ ଛି। ନୀତିକାନ୍ତିକୁ ଦୁଷ୍ଟିରେ ରଖାଯାଇ ମହାପ୍ରଭୁଙ୍କ ଦିବା ପହୁଡ଼ ନୀତି ଅନୁଷ୍ଠିତ ହେବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଛନ୍ତି ।

Tags: puriratna bhandar
ShareTweetShareSend
Sanchar Live

Sanchar Live

Next Post
ବଣାଇ ସହରରେ ଗୋଠଛଡା ଦନ୍ତାର ଉତ୍ପାତ

ବଣାଇ ସହରରେ ଗୋଠଛଡା ଦନ୍ତାର ଉତ୍ପାତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୩ଟି ବିଭାଗର ୪ଟି ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ୍‌ ମୋହର
  • ଲାଗିଲାଣି ଭିଡ଼, ଗାଁଠୁ ସହର ଉତ୍ସବ ମୁଖର
  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.