Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତା ୧୮ରେ ରତ୍ନଭଣ୍ଡାର ଯାଞ୍ଚ କରିବ ASI

Sanchar Live by Sanchar Live
September 13, 2024
in ଓଡିଶା
0
ଆସନ୍ତା ୧୮ରେ ରତ୍ନଭଣ୍ଡାର ଯାଞ୍ଚ କରିବ ASI
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ଆସନ୍ତା ୧୮ରେ ରତ୍ନଭଣ୍ଡାର ଯାଞ୍ଚ । ଏଏସଆଇ ପକ୍ଷରୁ ଆସନ୍ତା ୧୮ ତାରିଖ ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାରର ପ୍ରାରମ୍ଭିକ ନିରୀକ୍ଷଣ ଅନୁଷ୍ଠିତ ହେବ । ଏନେଇ ଏଏସ୍ଆଇ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନକୁ ସୂଚନା ଦିଆଯାଇଛି । ରାଜ୍ୟ ସରକାରଙ୍କ ଅନୁମୋଦନ ପରେ ଏହି ପ୍ରାରମ୍ଭିକ ନିରୀକ୍ଷଣ ଏବଂ ବୈଷୟିକ ଯାଞ୍ଚ ଅନୁଷ୍ଠିତ ହେବ । ରାଜ୍ୟ ସରକାରଙ୍କ ଅନୁମୋଦିତ SOP ଅନୁସାରେ ଏହା ହେବ । ଏଏସଆଇର ଅତିରିକ୍ତ ମହାନିର୍ଦ୍ଦେଶକଙ୍କ ନେତୃତ୍ବରେ ନିରୀକ୍ଷଣ ହେବ । ଏଥିପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢୀ ସମସ୍ତ ପ୍ରସ୍ତୁତିର ସମୀକ୍ଷା କରିବା ସହ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

୧୭ ତାରିଖ ଦିନ ଦିନ ରାତ୍ର ୨ଟାରୁ ଦ୍ବାରଫିଟା, ରାତ୍ର ୩ଟାରେ ମଙ୍ଗଳ ଆଳତି ହେବ । ଏହାପରେ ୧୮ ତାରିଖରେ ଦିନ ୧ଟାରୁ ନିରୀକ୍ଷଣ କାର୍ଯ୍ୟ ଶେଷ ହେବା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ମହାପ୍ରସାଦ କ୍ରୟ କରିବାକୁ ଇଚ୍ଛୁକ ଭକ୍ତ ସିଂହଦ୍ଵାର ପଟେ ବାଇଶି ପାହାଚ ଦେଇ ଆନନ୍ଦବଜାରରୁ ମହାପ୍ରସାଦ କିଣି ଉତ୍ତର ଦ୍ୱାର ପଟେ ପ୍ରସ୍ଥାନ କରିପାରିବେ ।

ପୂର୍ବରୁ ରାଜ୍ୟ ସରକାରଙ୍କ ଅନୁମୋଦିତ SOP ଅନୁସାରେ ବାହାର ଓ ଭିତର ରତ୍ନଭଣ୍ଡାରରୁ ସମସ୍ତ ଅଳଙ୍କାର ଅସ୍ଥାୟୀ ଷ୍ଟ୍ରଙ୍ଗ କୋଠରୀକୁ ସ୍ଥାନାନ୍ତରିତ ହୋଇସାରିଛି । ପରେ ଏଏସ୍ଆଇ କୁ ସଂରକ୍ଷଣ ତଥା ମରାମତି କାର୍ଯ୍ଯ ହାତକୁ ନେବାକୁ ଶ୍ରୀମନ୍ଦିର ପ୍ରଶାସନ ଅନୁରୋଧ କରିଥିଲେ। ତେବେ ମରାମତି ପୂର୍ବରୁ ଅତ୍ୟାଧୁନିକ ଜ୍ଞାନକୌଶଳ ବ୍ୟବହାର କରି ସର୍ଭେ କରାଯିବାକୁ ଅନୁରୋଧ କରାଯାଇଥିଲା ।  ଏହା ଦ୍ବାରା ଯେପରି ଶ୍ରୀମନ୍ଦିର ଉପରେ କୌଣସି ପ୍ରତିକୂଳ ପ୍ରଭାବ ନ ପଡିବ ସେଥିପ୍ରତି ଧ୍ୟାନ ଦେବାକୁ ଏଏସଆଇ କୁ ଅନୁରୋଧ କରାଯାଇଥିଲା । ପୂର୍ଣାଙ୍ଗ ଅତ୍ଯାଧୁନିକ ତଥା ବୈଷୟିକ ଯାଞ୍ଚ ପରେ ଏଏସ୍ଆଇ ରତ୍ନଭଣ୍ଡାରର ସଂରକ୍ଷଣ ଓ ମରାମତି କାର୍ଯ୍ଯ ଶୀଘ୍ର ସାରିବାକୁ ମୁଖ୍ଯ ପ୍ରଶାସକ ଅନୁରୋଧ କରିଛନ୍ତି ।

Tags: asipuriratna bhandar
ShareTweetShareSend
Sanchar Live

Sanchar Live

Next Post
ଲିଭଇନରେ ରହୁଥିଲେ, ଯୁବତୀଙ୍କ ମୃତ୍ୟୁ ପରେ ଛାଡ଼ି ପଳାଇଲା ବୟଫ୍ରେଣ୍ଡ

ଲିଭଇନରେ ରହୁଥିଲେ, ଯୁବତୀଙ୍କ ମୃତ୍ୟୁ ପରେ ଛାଡ଼ି ପଳାଇଲା ବୟଫ୍ରେଣ୍ଡ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.