Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ

Sanchar Live by Sanchar Live
March 5, 2025
in ଓଡିଶା
0
ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ
0
SHARES
6
VIEWS
FacebookTwitter

ପୁରୀ : ହାଇକୋର୍ଟରେ ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ।  ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗରେ ଆଜି ଏକ ବଡ ଖବର ସାମ୍ନାକୁ ଆସିଛି ।  ରାଜ୍ୟ ସରକାରଙ୍କ ପକ୍ଷରୁ ସତ୍ୟପାଠ ଦାଖଲ ହେଲା ।  ଚାବି ହଜିବା କମିଶନଙ୍କ ରିପୋର୍ଟ ସାର୍ବଜନୀନ କରିବାକୁ ସରକାର ବାଧ୍ୟ ନୁହଁନ୍ତି ।

ଏହା ସତ୍ୟପାଠରେ ଉଲ୍ଲେଖ ରହିଛି ।  ଏହି ରିପୋର୍ଟ ସାର୍ବଜନୀନ କରିବାକୁ ରୁଜ୍ଜୁ ହୋଇଛି ମାମଲା ।  ରତ୍ନଭଣ୍ଡାର ଚାବି ହଜିବା ଘଟଣାର ତଦନ୍ତ ଦାୟିତ୍ୱରେ ଥିଲେ ଜଷ୍ଟିସ୍‌ ରଘୁବୀର ଦାସ। ତଦନ୍ତ ଶେଷ ପରେ ରାଜ୍ୟ ସରକାରଙ୍କୁ କମିଶନ ରିପୋର୍ଟ ଦେଇ ସାରିଛନ୍ତି । ଆସନ୍ତା ମାର୍ଚ୍ଚ ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।

Tags: high courtratnabhandar
ShareTweetShareSend
Sanchar Live

Sanchar Live

Next Post
ଜୀବନ ନେଲା ଗୁଗଲ ମ୍ୟାପ୍‌; ୩୦ ଫୁଟ୍‌ ଡ୍ରେନ ତଳକୁ ଖସି ଷ୍ଟେସନ ମାଷ୍ଟରଙ୍କ ମୃତ୍ୟୁ

ଜୀବନ ନେଲା ଗୁଗଲ ମ୍ୟାପ୍‌; ୩୦ ଫୁଟ୍‌ ଡ୍ରେନ ତଳକୁ ଖସି ଷ୍ଟେସନ ମାଷ୍ଟରଙ୍କ ମୃତ୍ୟୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.