Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତାକାଲିଠୁ ୨ ତାରିଖ ଯାଏଁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ

Sanchar Live by Sanchar Live
December 24, 2024
in ଓଡିଶା
0
ଗୋଟିଏ ଦିନର ବିରତି ପରେ ଆଜିଠୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ନୂଆବର୍ଷ ଅବସରରେ ପୁରୀରେ ଜମିବ ଶ୍ରଦ୍ଧାଳୁଙ୍କ ଭିଡ଼ । ତେଣୁ ଠିକଣା ସମୟରେ ନୀତିକାନ୍ତି ସମ୍ପାଦନ ତଥା ଶ୍ରଦ୍ଧାଳୁଙ୍କ ପାଇଁ ସୁରକ୍ଷିତ ଦର୍ଶନ ବ୍ୟବସ୍ଥା କରିଛି ଶ୍ରୀମନ୍ଦିର ପ୍ରଶାସନ । ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଠାରୁ ୨ ତାରିଖ ଯାଏଁ ୯ ଦିନ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯାଇଛି । ୩ ତାରିଖରୁ ପୁଣି ମରାମତି କାମ କରାଯିବ । ଏଥିପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ଏହାସହ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ସିଂହଦ୍ଵାର ପଟେ ପ୍ରବେଶ ଏବଂ ଅନ୍ୟ ୩ ଦ୍ଵାରରେ ପ୍ରସ୍ଥାନ କରିବେ ଭକ୍ତ । ଶୃଙ୍ଖଳିତ ଦର୍ଶନ ପାଇଁ ବଡ଼ଦାଣ୍ଡରେ ଅସ୍ଥାୟୀ ବ୍ୟାରିକେଡ ନିର୍ମାଣ କରାଯାଉଛି । ଖୁବଶୀଘ୍ର ଟ୍ରାଫିକ କଟକଣା ଜାରି କରାଯିବ ବୋଲି ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ।

Tags: puriratna bhandar
ShareTweetShareSend
Sanchar Live

Sanchar Live

Next Post
ସେନା ଗାଡି ଦୁର୍ଘଟଣାଗ୍ରସ୍ତଳ, ୫ ଯବାନଙ୍କ ମୃତ୍ୟୁ

ସେନା ଗାଡି ଦୁର୍ଘଟଣାଗ୍ରସ୍ତଳ, ୫ ଯବାନଙ୍କ ମୃତ୍ୟୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.