Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ପୁଣି ଥରେ ବନ୍ଦ ରହିବ ଶ୍ରୀମନ୍ଦିର ଭିତର ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ

Sanchar Live by Sanchar Live
January 31, 2025
in ଓଡିଶା
0
ପୁଣି ଥରେ ବନ୍ଦ ରହିବ ଶ୍ରୀମନ୍ଦିର ଭିତର ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ

Oplus_131072

0
SHARES
7
VIEWS
FacebookTwitter

ପୁରୀ: ପୁଣି ଥରେ ବନ୍ଦ ରହିବ ଶ୍ରୀମନ୍ଦିର ଭିତର ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ । ଶ୍ରୀପଞ୍ଚମୀ ଏବଂ ବନକଲାଗି ନୀତି ପାଇଁ ମରାମତି କାର୍ଯ୍ୟ ସ୍ଥଗିତ ରହିବ । ଏ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି ।

ମୁଖ୍ୟ ପ୍ରଶାସକଙ୍କ ମୁତାବକ, ଶ୍ରୀପଞ୍ଚମୀ ତଥା ବନକଲାଗି ଆଦି ବିଶେଷ ନୀତିକାନ୍ତିକୁ ଦୃଷ୍ଟିରେ ରଖି ଦୁଇଟି ପର୍ଯ୍ୟାୟରେ ରତ୍ନ ଭଣ୍ଡାର କାର୍ଯ୍ୟ ସ୍ଥଗିତ ରହିବ । ଶ୍ରୀପଞ୍ଚମୀ ଉପଲକ୍ଷେ ଫେବ୍ରୁଆରି ୨, ରବିବାର ଏବଂ ୩ ତାରିଖ, ସୋମବାର ମରାମତି ବନ୍ଦ ରହିବାକୁ ଥିବାବେଳେ ଫେବ୍ରୁଆରି ୫, ବୁଧବାର ଓ ୬ ତାରିଖ, ଗୁରୁବାର ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ସେଥିପାଇଁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ ରଖାଯିବ ।

ଏହି ଦିନ ବ୍ୟତୀତ ଅନ୍ୟ ଦିବସରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଏବଂ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ, ଏଏସ୍ଆଇ ଦ୍ୱାରା ରତ୍ନଭଣ୍ଡାର ମରାମତି କାମ ଚାଲୁ ରହିବ । ଏଥିପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ମୁଖ୍ୟ ପ୍ରଶାସକ ।

ଏଏସ୍ଆଇ ଦ୍ୱାରା ମରାମତି କାର୍ଯ୍ୟ ଜାରି ରହିଛି । ଭିତର ଭଣ୍ଡାରରେ କାନ୍ଥରେ ପ୍ଲାଷ୍ଟର ଛଡ଼ା ହେବା ସହିତ ପଥର ବଦଳା ଯାଉଛି । ଚଟାଣର ପଥର ବଦଳାଇବାକୁ ପଥର ମଧ୍ୟ ପହଁଚାଯାଇଛି । ତେବେ ଆଗାମୀ ମାର୍ଚ୍ଚ ସୁଦ୍ଧା ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ ସାରିବାକୁ କଣ୍ଟ ଦେଇଛି ଏଏସ୍ଆଇ ।

Tags: puriratna bhanda
ShareTweetShareSend
Sanchar Live

Sanchar Live

Next Post
ରାଜଧାନୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଜଧାନୀରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.