Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତାକାଲି ଠାରୁ ୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

Sanchar Live by Sanchar Live
February 11, 2025
in ଓଡିଶା
0
ଆସନ୍ତାକାଲି ଠାରୁ ୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: ଆସନ୍ତାକାଲି ଠାରୁ ୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ l ଆସନ୍ତା ୧୨ ଓ ୧୩ ତାରିକରେ ବନ୍ଦ ରହିବ ମରାମତି କାର୍ଯ୍ୟ l ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି l ଏହି ଦିନ ବ୍ୟଥିତ ରାଜ୍ୟସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଜାରି ରହିବ l ଡିସେମ୍ବର ୧୭ ତାରିଖରୁ ଜାରି ରହିଛି ରତ୍ନ ଭଣ୍ଡାର ମରାମତି କାର୍ଯ୍ୟ l ଇତି ମଧ୍ୟରେ ନୀତିକାନ୍ତି ଯୋଗୁଁ ପ୍ରାୟ୧୫ ଦିନ ବନ୍ଦ ରହିଛି ମରାମତି କାର୍ଯ୍ୟ l ରତ୍ନଭଣ୍ଡାର ଭିତର ସରିଛି କାନ୍ଥ ଡ଼ି ପ୍ଲାଷ୍ଟରିଙ୍ଗ କାର୍ଯ୍ୟ l ଇତି ମଧ୍ୟରେ ବଦଳିଲାଣି ପ୍ରାୟ ୪୦ରୁ ଅଧିକ ପ୍ରଭାବିତ ପଥର l ରତ୍ନ ଭଣ୍ଡାର ଚଟାଣ ହେବ ଵାସଲ୍ଟ ଷ୍ଟୋନ l ସେପଟେ ୩ମାସ ମଧ୍ୟରେ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସରିବାକୁ ଧାର୍ଯ୍ୟ ରଖାଯାଇଥିବାବେଳେ କାର୍ଯ୍ୟ ପାଇଁ ଏଏସଆଇଙ୍କୁ ନିର୍ଦ୍ଧାରିତ ସମୟ ମିଳୁନାହିଁ l

Tags: puriratnabhandar
ShareTweetShareSend
Sanchar Live

Sanchar Live

Next Post
ଉତ୍ତମ ମହାନ୍ତିଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଉତ୍ତମ ମହାନ୍ତିଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.