Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାୟଗଡ଼ା: କେଉଟଗୁଡା ରେଳଷ୍ଟେସନ ନିକଟରେ ଭୁସ୍ଖଳନ

Sanchar Live by Sanchar Live
September 16, 2024
in ଓଡିଶା
0
ରାୟଗଡ଼ା: କେଉଟଗୁଡା ରେଳଷ୍ଟେସନ ନିକଟରେ ଭୁସ୍ଖଳନ
0
SHARES
15
VIEWS
FacebookTwitter

ସଂଚାର ବ୍ୟୁରୋ: ରାୟଗଡ଼ା ଜିଲ୍ଲା କେଉଟଗୁଡା ରେଳଷ୍ଟେସନ ନିକଟରେ ଭୁସ୍ଖଳନ । ଲଗାଣ ବର୍ଷାରୁ ଭୁସ୍ଖଳନ ଘଟି ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଛି । କେଉଟଗୁଡା ରେଳଷ୍ଟେସନ ଠାରୁ ପ୍ରାୟ ୨ଶହ ମିଟର ଦୂରରେ ପାହାଡରୁ ପଥର ଓ ମାଟି ଅତଡା ଖସି ରେଳ ଧାରଣା ଉପରେ ପଡ଼ିଥିଲା । ଏହାସହ କିଛି ବିରାଟକାୟ ଗଛ ମଧ୍ୟ ଉପୁଡି ପଡ଼ିଥିଲା । କେଉଟଗୁଡା ରେଳଷ୍ଟେସନ କର୍ତ୍ତୃପକ୍ଷ ରାୟଗଡ଼ା ରେଳବାଇ କର୍ତ୍ତୃପକ୍ଷ ଏନେଇ ଜଣାଇଥିଲେ । ରେଳ କର୍ମଚାରୀ ଓ ଶ୍ରମିକ ପହଞ୍ଚି ରେଳ ଧାରଣା ସଫା କାମରେ ନିୟୋଜିତ ଅଛନ୍ତି । ଅନ୍ଧାର ଥିବାରୁ ଉଦ୍ଧାର କାର୍ଯ୍ୟ ବିଳମ୍ବ ହୋଇଛି । ଗଛ ପଡ଼ି ବିଦ୍ୟୁତ ତାର ଛିଣ୍ଡି ଯାଇଛି । ରେଳ ଧାରଣା ଉପରେ ପଡ଼ିଥିବା ପଥର ଓ ମାଟି ଅତଡା ସଫା କରାଯିବା ପରେ ଯାଞ୍ଚ କରାଯିବ । ଏହାପରେ ରେଳ ଚଳାଚଳ ପାଇଁ ଅନୁମତି ମିଳିବ ବୋଲି ରେଳ ବିଭାଗ ସୂଚନା ଦେଇଛି । ଫଳରେ ବିଶାଖାପାଟଣା – କୋରାପୁଟ ଇଣ୍ଟରସିଟି ଏକ୍ସପ୍ରେସ କେଉଟଗୁଡା ଷ୍ଟେସନରେ ଅଟକି ରହିଛି ।

Tags: earthquickrayagada
ShareTweetShareSend
Sanchar Live

Sanchar Live

Next Post
ସାଇବର କାଫେରେ ଚଢ଼ାଉ

ସାଇବର କାଫେରେ ଚଢ଼ାଉ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.