Tuesday, September 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ରେଖା ଗୁପ୍ତା ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ , ଆସନ୍ତାକାଲି ନେବେ ଶପଥ

Sanchar Live by Sanchar Live
February 19, 2025
in ରାଜନୀତି
0
ରେଖା ଗୁପ୍ତା ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ , ଆସନ୍ତାକାଲି ନେବେ ଶପଥ
0
SHARES
61
VIEWS
FacebookTwitter

ରେଖା ଗୁପ୍ତା ହେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ବିଧାୟକ ଦଳ ବୈଠକ ପରେ ହେଲା ନାଁ ଘୋଷଣା । ଆସନ୍ତାକାଲି ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା । ସିଏମ ସସପେନ୍ସ ଉପରୁ ହଟିଲା ପରଦା । ରାମଲୀଳା ମୈଦାନରେ ହେବ ନୂଆ ସରକାରର ଶପଥ ଗ୍ରହଣ ସମାରୋହ । ଶପଥ ଉତ୍ସବରେ ସାମିଲ ହେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ରେଖା ଗୁପ୍ତା ପ୍ରଥମଥର ପାଇଁ ବିଧାୟକ ଭାବରେ ନିର୍ବାଚିତ ହୋଇ ମୁଖ୍ୟମନ୍ତ୍ରୀ ଆସନ ପାଇଛନ୍ତି । ଏହା ସହିତ ସେ ହେବେ ଦିଲ୍ଲୀର ଚତୁର୍ଥ ମହିଳା ମୁଖ୍ୟମନ୍ତ୍ରୀ।

ଆସନ୍ତାକାଲି ନୂଆଦିଲ୍ଲୀର ରାମଲୀଲା ମଇଦାନରେ ଶପଥ ନେବେ ନୂଆ ମୁଖ୍ୟମନ୍ତ୍ରୀ । ଏଥିସହ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ଶପଥ ନେବେ । ଏଥିପାଇଁ ଭବ୍ୟ ଆୟୋଜନ କରାଯାଉଛି । ଅଯୋଧ୍ୟା ପ୍ରାଣ ପ୍ରତିଷ୍ଠା ଦିବସ ସମାରୋହ ଢାଞ୍ଚାରେ ପ୍ରସ୍ତୁତ ହୋଇଛି ମଂଚ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂଙ୍କ ସହ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରାଯାଇଛି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଠାଙ୍କୁ ମଧ୍ୟ ନିମନ୍ତ୍ତିତ ଅତିଥି ତାଲିକାରେ ରହିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶପଥ ଗ୍ରହଣ ସମାରୋହରେ ସାମିଲ ହୋଇପାରନ୍ତି । ଅତିଥି ତାଲିକାରେ ୨୫ରୁ ୩୦ ହଜାର ଲୋକ ବସିବା ଭଳି ବ୍ୟବସ୍ଥା କରାଯାଇଛି । ନୂଆଦିଲ୍ଲୀରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସହିତ ବିକାଶ ପ୍ରକ୍ରିୟା ତ୍ବରାନ୍ବିତ ହେବ ।

ଦିନ ୧୧ଟାରେ ଶପଥ ଗ୍ରହଣ ସମାରୋହ ହେବ । ଉପରାଜ୍ୟ ପାଳ ଭି.କେ. ସକ୍ସସେନା ନୂଆ ମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ତିମଣ୍ଡଳର ଅନ୍ୟ ସଦସ୍ୟମାନଙ୍କୁ ଶପଥ ପାଠ କରାଇବେ । ନୂଆ ରଂଗ, ରୂପ ଓ ସୁଶାସନର ପ୍ରତିଶ୍ରୁତି ରକ୍ଷା କରିବ ବିଜେପି ସରକାର । ଦେଶର ରାଜଧାନୀପରି ବିକାଶ ରାସ୍ତାରେ ଦିଲ୍ଲୀ ଆଗେଇବ ବୋଲି ବିଜେପି ନେତା ଅଜୟ ଆଲୋକ କହିଛନ୍ତି ।

Tags: bjpcm delhidelhiRekha gupta
ShareTweetShareSend
Sanchar Live

Sanchar Live

Next Post
ମା’ର ପରକୀୟା ପ୍ରୀତି ହେଲା କାଳ, ପିଟିପିଟି ମାରିଦେଲା ପୁଅ

ମା’ର ପରକୀୟା ପ୍ରୀତି ହେଲା କାଳ, ପିଟିପିଟି ମାରିଦେଲା ପୁଅ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.