Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ରାଉରକେଲାରେ ଲଜ୍ଜା, ୨ ନାବାଳିକାଙ୍କୁ ଗଣଦୁଷ୍କର୍ମ

Sanchar Live by Sanchar Live
September 22, 2024
in ଅପରାଧ
0
୧୮ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ
0
SHARES
18
VIEWS
FacebookTwitter

ସଂଚାର ବ୍ୟୁରୋ: ପୁଣି ସାମନାକୁ ଆସିଲା ଲଜ୍ଜ ଖବର ।  ରାଉରକେଲା ପ୍ଲାଣ୍ଟ ସାଇଟ ଥାନା ଅଂଚଳରେ ଦୁଇ ଜଣ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ପ୍ଲାଣ୍ଟସାଇଟ ଥାନାରେ ଏ ନେଇ ହୋଇଛି ଅଭିଯୋଗ। ଗତକାଲି ରାତିରେ ଦୁଇ ନାବାଳିକାଙ୍କୁ ଏକ ଅଟୋରେ ଜୋରଜବରଦସ୍ତ ନେଇ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଥାନାରେ ଅଭିଯୋଗ ପରେ ପୋଲିସ ୩ ଅଭିଯୁକ୍ତଙ୍କୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।ଗତ ରାତିରେ ଦୁଇ ନାବାଳିକା କିଛି ସାମଗ୍ରୀ କିଣିବାକୁ ରାଉରକେଲା ବଜାରକୁ ଆସିଥିଲେ। ବଜାରରୁ ଘରକୁ  ଫେରୁଥିବାବେଳେ କିଛି ଯୁବକ ଘରେ ଛାଡିଦେବାକୁ କହି ଅଟୋରେ ଜଙ୍ଗଲକୁ ନେଇ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ପରେ ପ୍ଲାଣ୍ଟସାଇଟ ଥାନା ପୋଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ୭ ଜଣ ଅଭିଯୁକ୍ତ ଘଟଣାସ୍ଥଳରେ ଉପସ୍ଥିତ ଥିବାବେଳେ ତିନି ଜଣ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ତିନି ଅଭିଯୁକ୍ତଙ୍କୁ ପ୍ଲାଣ୍ଟ ସାଇଟ ଥାନାରେ ଅଟକ ରଖି ପଚରାଉଚରା କରୁଛି।

Tags: crimerourkela
ShareTweetShareSend
Sanchar Live

Sanchar Live

Next Post
ଇରାନର ଦକ୍ଷିଣ ଖୋରାସାନରେ  କୋଇଲା ଖଣିରେ ବଡ ଧରଣର ବିସ୍ଫୋରଣ, ୫୧ ଜଣଙ୍କ ମୃତ୍ୟୁ

ଇରାନର ଦକ୍ଷିଣ ଖୋରାସାନରେ  କୋଇଲା ଖଣିରେ ବଡ ଧରଣର ବିସ୍ଫୋରଣ, ୫୧ ଜଣଙ୍କ ମୃତ୍ୟୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.