Sunday, September 28, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାସ୍ତାରେ ରିଲ୍ସ ବା ଭିଡିଓ କରୁଛନ୍ତି କି ? ହୋଇଯାଆନ୍ତୁ ସାବଧାନ

Sanchar Live by Sanchar Live
September 16, 2025
in ଓଡିଶା
0
ରାସ୍ତାରେ ରିଲ୍ସ ବା ଭିଡିଓ କରୁଛନ୍ତି କି ? ହୋଇଯାଆନ୍ତୁ ସାବଧାନ
0
SHARES
19
VIEWS
FacebookTwitter

ରାସ୍ତାରେ ରିଲ୍ସ ବା ଭିଡିଓ କରୁଛନ୍ତି କି ? ତେବେ ହୋଇଯାଆନ୍ତୁ ସାବଧାନ । କାରଣ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ) ଓଡ଼ିଶାର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ (ଆରଟିଓ)ଙ୍କୁ ରାସ୍ତା ସୁରକ୍ଷା ଉଲ୍ଲଙ୍ଘନକାରୀ, ବିଶେଷକରି ଗାଡ଼ି ଚାଳନା ବେଳେ ରିଲ୍‌ କିମ୍ବା ଭିଡିଓ ପ୍ରସ୍ତୁତକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ ପରେ ଜାରି ହୋଇଛି ।

ଖୋର୍ଦ୍ଧା ଅତିରିକ୍ତ ଆରଟିଓ, ଜଗତସିଂହପୁର ଓ ଭୁବନେଶ୍ୱର ।  ଆରଟିଓ ଏବଂ ପୋଲିସ ସହଯୋଗରେ ଖୋର୍ଦ୍ଧାର ହଳଦିଆରେ ଏକ ସ୍କୁଲ ସାମ୍ନାରେ ରିଲ୍‌ ତିଆରି କରୁଥିବା ଏକ ଗାଡ଼ି ଜବତ କରିଛନ୍ତି । ଭାଇରାଲ ଭିଡିଓରେ ଡ୍ରାଇଭର ଷ୍ଟିୟରିଂ ନ ଧରି ଷ୍ଟଣ୍ଟ କରୁଥିବା ଦେଖାଯାଇଥିଲା ।  ଡ୍ରାଇଭରଙ୍କୁ ଜୋରିମାନା କରାଯାଇ ତାଙ୍କ ଲାଇସେନ୍ସ ସସ୍ପେଣ୍ଡ ଓ ଗାଡ଼ିର ରେଜିଷ୍ଟ୍ରେସନ ବାତିଲ ପାଇଁ ପଦକ୍ଷେପ ନିଆଯାଇଛି ।

କିଛି ଦିନ ତଳେ ଭୁବନେଶ୍ୱରରେ ଏକ ବାଇକରେ ଯୁବକ-ଯୁବତୀଙ୍କ ବିପଦପୂର୍ଣ୍ଣ ଗାଡ଼ି ଚାଳନାର ଭିଡିଓ ଭାଇରାଲ ହୋଇଥିଲା ।  ଭୁବନେଶ୍ୱର-୨ ଆରଟିଓ ଗାଡ଼ି ଅଟକ ରଖିଥିବା ବେଳେ ଜରିମାନା, ଲାଇସେନ୍ସ ନିଲମ୍ବନ ଭଳି ପଦକ୍ଷେପ ଗ୍ରହଣ କରିଛନ୍ତି । ଅନ୍ୟପଟେ, ପୁରୀରେ ମଧ୍ୟ ଏଭଳି ବିପଦପୂର୍ଣ୍ଣ ଗାଡ଼ି ଚାଳନା ଘଟଣାରେ ଆରଟିଓଙ୍କ ପକ୍ଷରୁ ମୋଟର ଯାନ ଆଇନ ଅନୁଯାୟୀ ପଦକ୍ଷେପ ଗ୍ରହଣ କରି ଗାଡ଼ିକୁ ଅଟକ ରଖି ଜରିମାନା କରାଯାଇଛି । ନିୟମ ଉଲ୍ଲଙ୍ଘନର ଏଭଳି ଦୃଶ୍ୟ ଉପରେ ନିୟନ୍ତ୍ରଣ ପାଇଁ ସଡ଼କରେ ଏନଫୋର୍ସମେଣ୍ଟ ସହ ସୋସିଆଲ ମିଡିଆ ଉପରେ ମଧ୍ୟ ଏଭଳି ଘଟଣା ଉପରେ ଦୃଷ୍ଟି ରଖିବାକୁ ବାଣିଜ୍ୟ ଓ ପରିବହନ ବିଭାଗ ନିଷ୍ପତ୍ତି ନେଇଛି । ଉଭୟ ମୋଟର ଯାନ ଆଇନ ଓ ଭାରତୀୟ ନ୍ୟାୟ ସଂହିତାରେ ଏଭଳି କାର୍ଯ୍ୟ ବିରୋଧରେ କାର୍ଯ୍ୟନୁଷ୍ଠାନ ପାଇଁ ପ୍ରାବଧାନ ରହିଛି ।  ତେଣୁ ଏଭଳି ବିପଦପୂର୍ଣ୍ଣ ଗାଡ଼ି ଚାଳନାରୁ ଦୂରେଇ ରହିବାକୁ ସମସ୍ତଙ୍କୁ ଅନୁରୋଧ କରାଯାଉଛି ।

Tags: new ruleodishareels
ShareTweetShareSend
Sanchar Live

Sanchar Live

Next Post
ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ, ମେଡିକାଲରେ ଭର୍ତ୍ତି

ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ, ମେଡିକାଲରେ ଭର୍ତ୍ତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାଙ୍କେର ଜିଲ୍ଲାରେ ବଡ଼ ଧରଣର ଏନକାଉଣ୍ଟର, ଟଳିଲେ ୩ ମାଓବାଦୀ
  • ଆସନ୍ତା ୧ରୁ ପୁଣି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ଏସିଆ କପ : ଆଜି ଭାରତ- ପାକିସ୍ତାନ ଫାଇନାଲ ଟକ୍କର
  • ଦୁର୍ଗାପୂଜା ପାଇଁ ରାଜଧାନୀରେ ଆଜିଠୁ ଲାଗୁ ହେଲା ଟ୍ରାଫିକ୍ କଟକଣା
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ…

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.