Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

ସଲମାନଙ୍କ ପରେ ଶାହାରୁଖ ଖାନଙ୍କୁ ହତ୍ୟା ଧମକ

Sanchar Live by Sanchar Live
November 7, 2024
in ମନୋରଞ୍ଜନ
0
ସଲମାନଙ୍କ ପରେ ଶାହାରୁଖ ଖାନଙ୍କୁ ହତ୍ୟା ଧମକ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ପୁଣି ବଲିଉଡରେ ଚିନ୍ତା । ସୁପରଷ୍ଟାରଙ୍କୁ ହତ୍ୟା ଧମକ । ସଲମାନଙ୍କ ପରେ ଶାହାରୁଖ ଖାନଙ୍କୁ ହତ୍ୟା ଧମକ । ମୁମ୍ବାଇ ପୁଲିସ ପାଖକୁ ଧମକପୂର୍ଣ୍ଣ ମେସେଜ ଆସିଛି । କୋଟିଏ ଟଙ୍କା ନଦେଲେ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଛି । ଏନେଇ ମୁମ୍ବାଇ ବାନ୍ଦ୍ରା ପୁଲିସ ଏକ ମାମଲା ରୁଜୁ କରିବା ସହ ତଦନ୍ତ ଆରମ୍ଭ କରିଛି। ଜଣେ ଅଜଣା ବ୍ୟକ୍ତିଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି । ବିଏନଏସ ଧାରା ୩୦୮(୪), ୩୫୧(୩)(୪)ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ମୁମ୍ବାଇ ପୁଲିସ। କିନ୍ତୁ କିଏ ଏହି ହତ୍ୟା ଧମକ ଦେଇଛି ସେନେଇ ସ୍ପଷ୍ଟ ସୂଚନା ଏପର୍ୟ୍ୟନ୍ତ ମିଳିପାରିନାହିଁ ।

ଫୈଜନ ନାମକ ଜଣେ ବ୍ୟକ୍ତି ଧମକ ଦେଇଥିବା ସୂଚନା ମଳିଛି । ସେ ଛତିଶଗଡ଼ର ରାଇପୁରର ବୋଲି ସୂଚନା ପାଇବା ପରେ ମୁମ୍ବାଇ ପୁଲିସ ରାଇପୁର ଅଭିମୁଖେ ବାହାରିଛି । ଲରେନ୍ସ ବିଷ୍ନୋୟୀ ଗ୍ୟାଙ୍ଗ ପକ୍ଷରୁ ବହୁବାର ସଲମାନ ଖାନଙ୍କୁ ହତ୍ୟା ଧମକ ମିଳିଛି । ସେମାନେ କୋଟିଏରୁ ୫ କୋଟି ଟଙ୍କା ପର୍ଯ୍ୟନ୍ତ ଦାବି ମଧ୍ୟ କରିଛନ୍ତି । ଏହାପରେ ସାହାରୁଖଙ୍କୁ ହତ୍ୟା ଧମକ ମିଳିଛି । ଯାହାକୁ ନେଇ ବଲିଉଡ ଜଗତରେ ହଇଚଇ ଖେଳିଯାଇଛି ।

Tags: bollywoodcrimeSaharukh khan
ShareTweetShareSend
Sanchar Live

Sanchar Live

Next Post
ମହାପ୍ରସାଦ କିମ୍ଵା ଦୀପର ଘିଅରେ ଅପମିଶ୍ରଣ ‘ହେବନି : ଆଇନ୍ ମନ୍ତ୍ରୀ

ରାଜ୍ୟର ସବୁ ବ୍ଲକରେ ହେବ ଗ୍ରାମ୍ୟ ନ୍ୟାୟାଳୟ : ଆଇନ ମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.